• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th May 2023: ଏହି ରାଶିର ବ୍ୟକ୍ତି ଆଜି ସାବଧାନ ରୁହନ୍ତୁ, ଦୁର୍ଘଟଣାର ଭୟ ରହିଛି

ସୌର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ବୁଧବାର, ଚନ୍ଦ୍ର – ମିଥୁନ ଦିବା ୦୮.୨୭ ଗତେ କର୍କଟ, ତିଥି – ୫ମୀ ରାତ୍ରି ୦୩.୦୧ ଗତେ ୬ଷ୍ଠୀ, ଘାତ ଚନ୍ଦ୍ର – କନ୍ୟା ଦିବା ୦୮.୨୭ ପର୍ଯ୍ୟନ୍ତ, ଘାତ ବାର – କର୍କଟ, ପୁଷ୍କର ଦୋଷ – ୧ ପାଦ -କୁଟୁମ୍ଭ ହାନି- ତିଳକାଞନ ଦାନ ଦିବା ୦୩.୦୬ ପର୍ଯ୍ୟନ୍ତ

Libra

ତୁଳା

Wednesday 24 May 2023

ଚିତ୍ରା –  ଦୂରସ୍ଥାନକୁ ଯାତ୍ରାକରି ଶାରିରୀକ ଅସୁସ୍ଥତା ଅନୁଭବ କରିବେ । ପାରବାରିକ ଜୀବନରେ ଆବଶ୍ୟକ ସ୍ଥଳେ ଛଳନାର ଆଶ୍ରୟ ନେଇ ,ନିଜର ବ୍ୟକ୍ତିତ୍ୱ ଅକ୍ଷୁର୍ଣ୍ଣ ରଖିବେ । ଅନ୍ୟମାନେ ଆପଣଙ୍କୁ ଭୁଲ୍ ବୁଝିପାରନ୍ତି କିନ୍ତୁ ଠିକ୍ ସିଦ୍ଧାନ୍ତ ଯୋଗୁ କାର୍ଯ୍ୟ ଉତ୍ତମ ହେବ । 
ସ୍ୱାତୀ –  ମନସ୍ତାପ ଭିତରେ ଚାକିରି କ୍ଷେତ୍ରରେ ସମ୍ମାନ ବଢିବ । ରାଜନୀତିରେ ଶତ୍ରୁ ଓ ବିରୋଧିମାନଙ୍କୁ ପରାସ୍ତ କରି ବିଜୟୀ ହେବେ । ଶିକ୍ଷାକ୍ଷେତ୍ରରେ ଉଚ୍ଚକାଂକ୍ଷା ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ ।
ବିଶାଖା – ବିଦେଶ ଭ୍ରମଣର ଯୋଗ ରହିଛି । ସଞ୍ଚୟ ଅର୍ଥ ବ୍ୟୟ ହୋଇପାରେ । ଭୂ-ସମ୍ପତ୍ତିକୁ ନେଇ ଚିନ୍ତାରେ ରହିବେ । ମହିଳାମାନେ ସମସ୍ତଙ୍କ ପ୍ରତି ବ୍ୟବହାର ଭଲ ରଖିବେ । 

ପ୍ରତିକାର – ମହାଲକ୍ଷ୍ମୀଙ୍କ ପୂଜା ପାଠ କରନ୍ତୁ 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :