• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th May 2023: ଏହି ରାଶିର ବ୍ୟକ୍ତି ଆଜି ସାବଧାନ ରୁହନ୍ତୁ, ଦୁର୍ଘଟଣାର ଭୟ ରହିଛି

ସୌର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ବୁଧବାର, ଚନ୍ଦ୍ର – ମିଥୁନ ଦିବା ୦୮.୨୭ ଗତେ କର୍କଟ, ତିଥି – ୫ମୀ ରାତ୍ରି ୦୩.୦୧ ଗତେ ୬ଷ୍ଠୀ, ଘାତ ଚନ୍ଦ୍ର – କନ୍ୟା ଦିବା ୦୮.୨୭ ପର୍ଯ୍ୟନ୍ତ, ଘାତ ବାର – କର୍କଟ, ପୁଷ୍କର ଦୋଷ – ୧ ପାଦ -କୁଟୁମ୍ଭ ହାନି- ତିଳକାଞନ ଦାନ ଦିବା ୦୩.୦୬ ପର୍ଯ୍ୟନ୍ତ

Sagittarius

ଧନୁ

Wednesday 24 May 2023

ମୂଳା –  ମାନସିକ ସ୍ଥିରତା ଦେଖାଦେବ । ପ୍ରେମ ପ୍ରସଙ୍ଗରେ ସଫଳତା ପାଇବେ । କାର୍ଯ୍ୟ କ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବା ସହ ସୁଖଶାନ୍ତି ବୃଦ୍ଧି ପାଇବ । ବ୍ୟବସାୟ ଓ ପେସାଦାର ମାନଙ୍କୁ କିଛି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି ।
ପୂ , ଷାଢା –  ଚାକିରି କ୍ଷେତ୍ରରେ ଭଲ କାମ କରି ପ୍ରଶଂସାର ପାତ୍ର ହେବେ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ସହ ମନ ଖୁସି ରହିବ ।
ଉ , ଷାଢା –  ଶତ୍ରୁମାନଙ୍କ ଚକ୍ରାନ୍ତ ଓ କାର୍ଯ୍ୟ କଳାପ ଆପଣଙ୍କୁ ଦୁଃଖି କରିପାରେ । ବାଦବିବାଦ ସୃଷ୍ଟି ହୋଇ ପରେ ସମାଧାନ ହୋଇଯିବ । ମହିଳାମାନଙ୍କୁ ନୂଆ ଚାକିରିର ସୁଯୋଗ ମିଳିବ ।

ପ୍ରତିକାର – ହଳଦୀ ରଙ୍ଗର ପୋଷାକ ପିନ୍ଧନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :