• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th May 2023: ଏହି ରାଶିର ବ୍ୟକ୍ତି ଆଜି ସାବଧାନ ରୁହନ୍ତୁ, ଦୁର୍ଘଟଣାର ଭୟ ରହିଛି

ସୌର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ବୁଧବାର, ଚନ୍ଦ୍ର – ମିଥୁନ ଦିବା ୦୮.୨୭ ଗତେ କର୍କଟ, ତିଥି – ୫ମୀ ରାତ୍ରି ୦୩.୦୧ ଗତେ ୬ଷ୍ଠୀ, ଘାତ ଚନ୍ଦ୍ର – କନ୍ୟା ଦିବା ୦୮.୨୭ ପର୍ଯ୍ୟନ୍ତ, ଘାତ ବାର – କର୍କଟ, ପୁଷ୍କର ଦୋଷ – ୧ ପାଦ -କୁଟୁମ୍ଭ ହାନି- ତିଳକାଞନ ଦାନ ଦିବା ୦୩.୦୬ ପର୍ଯ୍ୟନ୍ତ

Capricorn

ମକର

Wednesday 24 May 2023

ଉ, ଷାଢା- ପୁରୁଣା ରୋଗ ଗୁଡିକ ପୁଣିଥରେ ଦେଖାଦେବ । ପାରିବାରିକ ବାତାବରଣ ଶାନ୍ତିଦାୟକ ରହିବ । ଉନ୍ନତ ଜ୍ଞାନ କୈାଶଳରେ କାର୍ଯ୍ୟ କରୁଥିବା ଲୋକମାନଙ୍କ ପାଇଁ ବିଶେଷ ଶୁଭ ହେବ । ଛାତ୍ରଙ୍କୁ କମ୍ ପରିଶ୍ରମରେ ଯଥେଷ୍ଟ ସୁଫଳ ମିଳିବ
ଶ୍ରବଣା- ପ୍ରେମରେ ଭୁଲ ବୁଝାବଣା ହୋଇପାରେ । ରାଜନୀତିରେ ସକ୍ରିୟ ଭୂମିକା ନିର୍ବାହ କରିବେ । କମ୍ପ୍ୟୁଟର ଶିକ୍ଷା ପାଇଁ ଆଗ୍ରହ ବଢିବ । ଅଫିସ୍‌ରେ କାହାରି ପ୍ରତି ଆକର୍ଷିତ ଅନୁଭବ କରିବେ
ଧନିଷ୍ଠା- ଶତ୍ରୁମାନେ ମିତ୍ରଭାବେ ଆଚରଣ କରିବେ । ମହିଳାମାନେ ଶୁଭ ସମାଚାର ଶୁଣି ଖୁସି ହେବେ । ଡାକ୍ତରମାନେ ଭଲ ରୋଜଗାର କରିବେ । କୈାଣସି ଶୁଭ କାର୍ଯ୍ୟରେ ବାଧା ଆସିପାରେ

ପ୍ରତିକାର – ମା ଶାରଳାଙ୍କ ଆରାଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :