• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th May 2024: ଏହି ରାଶିର ବ୍ୟକ୍ତି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୨୪ ତାରିଖ ଶୁକ୍ରବାର। ଚନ୍ଦ୍ର- ବିଛା ଅହୋରାତ୍ର। ତିଥି-ପ୍ରତିପଦ ସନ୍ଧ୍ୟା ୦୭.୨୫ ଗତେ ୨ୟା। ଘାତଚନ୍ଦ୍ର- ନାସ୍ତି। ଘାତବାର- ବିଛା, ଧନୁ ଓ ମୀନ ରାଶିର। ପୁଷ୍କର ଦୋଷ- ସନ୍ଧ୍ୟା ୦୭.୨୫ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ।

Aries

ମେଷ

Friday 24 May 2024

ପୂ, ଭାଦ୍ରପଦ- ମହିଳା ଓ ପୁରୁଷ ସହକର୍ମୀ ମାନଙ୍କର ସମର୍ଥନ ଯୋଗୁଁ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଫଳ ଲାଭ ପାଇବା ସହ ଆର୍ଥିକ ସ୍ଥିତି ବୃଦ୍ଧି ହେବ ।

ଉ, ଭାଦ୍ରପଦ- ରାଜନୀତି ସଙ୍ଗଠନ ସୁଦୃଢ ହେବ । କଠିନ ପରିଶ୍ରମ କରୁଥିବା ଛାତ୍ରମାନଙ୍କ ଆଶା ଶେଷରେ ପୂରଣ ହେବ । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ

ରେବତୀ- ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବ ସ୍ଥିରିକୃତ ହୋଇଯିବ । ଭାଇ- ଭଉଣୀ ମାନଙ୍କ ସହ ମନୋମାଳିନ୍ୟ ଦୂର ହେବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ ।

ପ୍ରତିକାର- କଦଳୀ ଗଛକୁ ଜଳ ପ୍ରଦାନ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :