• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th May 2024: ଏହି ରାଶିର ବ୍ୟକ୍ତି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୨୪ ତାରିଖ ଶୁକ୍ରବାର। ଚନ୍ଦ୍ର- ବିଛା ଅହୋରାତ୍ର। ତିଥି-ପ୍ରତିପଦ ସନ୍ଧ୍ୟା ୦୭.୨୫ ଗତେ ୨ୟା। ଘାତଚନ୍ଦ୍ର- ନାସ୍ତି। ଘାତବାର- ବିଛା, ଧନୁ ଓ ମୀନ ରାଶିର। ପୁଷ୍କର ଦୋଷ- ସନ୍ଧ୍ୟା ୦୭.୨୫ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ।

Taurus

ବୃଷ

Friday 24 May 2024

କୃତିକା- ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦ୍ୱିତା ବଢିବ । ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି । ବନ୍ଧୁମାନଙ୍କ ସହିତ ହସ ଖୁସିରେ ସମୟ କଟାଇବେ । ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ ।

ରୋହିଣୀ- ରାଜନୀତି ବିରୋଧୀ ସମ୍ମୁଖିନ ହେଲେ ମଧ୍ୟ ବିରୋଧୀ ଦଳ କିଛି କ୍ଷତି କରି ପାରିବେ ନାହିଁ । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଁଟିବେ ।

ମୃଗଶିରା- ମାଲିମକଦ୍ଦମାରେ ଜୟଯୁକ୍ତ ହେବେ । ମହିଳାମାନେ ସନ୍ତାନମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ । କୌଣସି କାରଣରୁ ମନ ଭଲ ରହିବ ନାହିଁ ।

ପ୍ରତିକାର- ମା’ କମଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :