• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th May 2024: ଏହି ରାଶିର ବ୍ୟକ୍ତି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୨୪ ତାରିଖ ଶୁକ୍ରବାର। ଚନ୍ଦ୍ର- ବିଛା ଅହୋରାତ୍ର। ତିଥି-ପ୍ରତିପଦ ସନ୍ଧ୍ୟା ୦୭.୨୫ ଗତେ ୨ୟା। ଘାତଚନ୍ଦ୍ର- ନାସ୍ତି। ଘାତବାର- ବିଛା, ଧନୁ ଓ ମୀନ ରାଶିର। ପୁଷ୍କର ଦୋଷ- ସନ୍ଧ୍ୟା ୦୭.୨୫ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ।

Aquarius

କୁମ୍ଭ

Friday 24 May 2024

ଧନିଷ୍ଠା – ଜୀବନ ଶୈଳୀରେ ସାବଧାନତା ଅବଲମ୍ବନ କଲେ ସବୁ ପୁରୁଣା ରୋଗରୁ ମୁକ୍ତି ମିଳିବ । ପରିବାରରେ ହସଖୁ୍ସିର ବାତାବରଣ ଖେଳିଯିବ । ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ ।

ଶତଭିଷା – ଶିକ୍ଷାରେ ଉତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ । ବଡ କଂପାନୀରୁ ଚାକିରି ପାଇଁ ଡାକରା ଆସିବ । ସାମାଜିକ କାର‌୍ୟ୍ୟରେ ଭାଗନେଇ ଗଠନ ମୂଳକ କାର‌୍ୟ୍ୟପାଇଁ ପ୍ରସ୍ତୁତି ଆରମ୍ଭ କରିବେ ।

ପୂ , ଭାଦ୍ରପଦ – ନିର୍ବାଚନ କ୍ଷେତ୍ରରେ ଶତ୍ରୁମାନଙ୍କୁ ମୁକାବିଲା କରି ପାରିବେ । ସମ୍ପତ୍ତି ବଢାଇବାର ଯୋଜନା ସଫଳ ହେବ । ମହିଳାମାନେ ଅଳ୍ପ ପ୍ରୟାସରେ କାମ ପୂର୍ଣ୍ଣ କରିବେ।

ପ୍ରତିକାର – ରାହୁଙ୍କର ମନ୍ତ୍ର ପାଠ କରି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :