• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th May 2024: ଏହି ରାଶିର ବ୍ୟକ୍ତି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୨୪ ତାରିଖ ଶୁକ୍ରବାର। ଚନ୍ଦ୍ର- ବିଛା ଅହୋରାତ୍ର। ତିଥି-ପ୍ରତିପଦ ସନ୍ଧ୍ୟା ୦୭.୨୫ ଗତେ ୨ୟା। ଘାତଚନ୍ଦ୍ର- ନାସ୍ତି। ଘାତବାର- ବିଛା, ଧନୁ ଓ ମୀନ ରାଶିର। ପୁଷ୍କର ଦୋଷ- ସନ୍ଧ୍ୟା ୦୭.୨୫ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ।

Gemini

ମିଥୁନ

Friday 24 May 2024

ମୃଗଶିରା - ପରିସ୍ରାଜନିତ ରୋଗ ଦେଖା ଦେଇପାରେ । ଆପଣଙ୍କ ଆର୍ଥିକ ସ୍ଥିତି ସୁଦୃଢ ରହିବ । ନିର୍ଦ୍ଧାରିତ ସମୟ ମଧ୍ୟରେ କାମ କରନ୍ତୁ ଆପଣଙ୍କୁ ଲାଭ ମିଳିବ । ଉତ୍ତମ ବୁଝାବଣା ମାଧ୍ୟମରେ ପରିବାରିକ ଜୀବନ ମଧୁମୟ ରହିବ ।

ଆଦ୍ରା - ସନ୍ତାନମାନଙ୍କର ସଫଳତା ଯୋଗୁଁ ମାନସିକ ସ୍ଥିତି ଭଲ ରହିବ । ବ୍ୟବସାୟରେ ନୂଆ ଶାଖା ଖୋଲିବା ପାଇଁ ଚେଷ୍ଟା କରିବେ । କର୍ମଚାରୀମାନେ ପରିଶ୍ରମର ଫଳ ପ୍ରାପ୍ତ କରିବେ ।

ପୁନର୍ବସୁ – ଶିକ୍ଷାକ୍ଷେତ୍ରରେ ଉନ୍ନତି କରିବା ସହିତ ସାସ୍କୃତିକ କାର୍ଯ୍ୟରେ ଲୋକପ୍ରିୟତା ଅର୍ଜନ କରିବେ । ସାମାଜିକ ସଂସାର କାମରେ ସହଯୋଗ କରିବେ । ଗୃହସୀମା ବିବାଦ ଦେଖାଦେଇ ପାରେ । ମହିଳାମାନଙ୍କର ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ହେତୁକ ମନ ଉଦ୍ବିଗ୍ନ ରହିବ ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :