• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th May 2024: ଏହି ରାଶିର ବ୍ୟକ୍ତି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୨୪ ତାରିଖ ଶୁକ୍ରବାର। ଚନ୍ଦ୍ର- ବିଛା ଅହୋରାତ୍ର। ତିଥି-ପ୍ରତିପଦ ସନ୍ଧ୍ୟା ୦୭.୨୫ ଗତେ ୨ୟା। ଘାତଚନ୍ଦ୍ର- ନାସ୍ତି। ଘାତବାର- ବିଛା, ଧନୁ ଓ ମୀନ ରାଶିର। ପୁଷ୍କର ଦୋଷ- ସନ୍ଧ୍ୟା ୦୭.୨୫ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ।

Cancer

କର୍କଟ

Friday 24 May 2024

ପୁନର୍ବସୁ- ବ୍ୟବସାୟରେ ଅଗ୍ରଗତି ଘଟିବ । କୌଣସି ଜିନିଷ ଦ୍ୱାରା ଆଘାତ ପାଇ ପାରନ୍ତି । ପାରିବାରିରେ ସମସ୍ତେ ଶାନ୍ତିରେ ସମୟ କାଟିବେ।

ପୁଷ୍ୟା- କର୍ମକ୍ଷେତ୍ରରେ ବିଭିନ୍ନ ଦିଗରୁ ଆଲୋଚନାର ପାତ୍ର ହେବେ । ଘରେ ବନ୍ଧୁ ମିଳନ ଆମୋଦ ପ୍ରମୋଦର ସୁଅ ଛୁଟିବ । ଆବଶ୍ୟକତାଠାରୁ ଅଧିକ ଧନ ପାଇବେ।

ଅଶ୍ଳେଷା- ଜୀବନସାଥୀଙ୍କ ସହ ସମ୍ବନ୍ଧରେ ମଧୁରତା ଆସିବ । ଶିକ୍ଷାର୍ଥୀଙ୍କ ଆଶା ସଫଳ ହେବ । ରାଜନୀତିରେ ସବୁ ସମସ୍ୟାର ସମାଧାନ କରି ଆଗକୁ ଆଗେଇବେ ।

ପ୍ରତିକାର- ଶିବଙ୍କ ସହସ୍ର ନାମ ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :