• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th May 2024: ଏହି ରାଶିର ବ୍ୟକ୍ତି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୨୪ ତାରିଖ ଶୁକ୍ରବାର। ଚନ୍ଦ୍ର- ବିଛା ଅହୋରାତ୍ର। ତିଥି-ପ୍ରତିପଦ ସନ୍ଧ୍ୟା ୦୭.୨୫ ଗତେ ୨ୟା। ଘାତଚନ୍ଦ୍ର- ନାସ୍ତି। ଘାତବାର- ବିଛା, ଧନୁ ଓ ମୀନ ରାଶିର। ପୁଷ୍କର ଦୋଷ- ସନ୍ଧ୍ୟା ୦୭.୨୫ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ।

Leo

ସିଂହ

Friday 24 May 2024

ମଘା – ଶ୍ୱାସ ଓ ହୃଦ ରୋଗୀ ମାନେ ବିଶେଷ ସତର୍କତା ରହିବା ଦରକାର୍ । ଏଭଳି ବ୍ୟକ୍ତିଙ୍କ ସହ ମିଶିବେ, ଯିଏ ଆପଣଙ୍କ ନୂଆ କାମରେ ସାହାର‌୍ୟ୍ୟ କରିବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବା ଫଳରେ ବ୍ୟବସାୟରେ ପରିବର୍ତ୍ତନ କରିବାର ଇଚ୍ଛା ହେବ ।

ପୂ , ଫାଲଗୁନୀ - ଅଫିସ୍ କାମ କରିବା ବେଳେ ମନକୁ ବିଭିନ୍ନ ପ୍ରକାର ଯୋଜନା ଆସିବ । ସାମାଜିକ ସ୍ଥିତି ବଜାୟ ରହିବ । ରାଜନୀତିଜ୍ଞ ମାନେ ଉଭୟ ସଂଗଠନ ଓ ଶାସନ କ୍ଷେତ୍ରରେ ସ୍ଥିତି ସାମାନ୍ୟ ଉନ୍ନତ ହେବ । ପରୀକ୍ଷାରେ ପ୍ରତିଯୋଗିତାରେ କୃତକାର‌୍ୟ୍ୟ ହେବେ ।

ଉ ,ଫାଲଗୁନୀ – ଆୟନ୍ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରଦେବ । ମହିଳା ମାନେ ଘର କାମରେ ବ୍ୟସ୍ତ ରହିବେ । ବୈଜ୍ଞାନିକ ମାନେ ଗବେଷଣା କ୍ଷେତ୍ରରେ ଦ୍ରୁତ ଅଗ୍ରଗତି କରିବେ ।

ପ୍ରତିକାର – କୁଳ ଦେବତାଙ୍କ ପୂଜା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :