• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th May 2024: ଏହି ରାଶିର ବ୍ୟକ୍ତି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୨୪ ତାରିଖ ଶୁକ୍ରବାର। ଚନ୍ଦ୍ର- ବିଛା ଅହୋରାତ୍ର। ତିଥି-ପ୍ରତିପଦ ସନ୍ଧ୍ୟା ୦୭.୨୫ ଗତେ ୨ୟା। ଘାତଚନ୍ଦ୍ର- ନାସ୍ତି। ଘାତବାର- ବିଛା, ଧନୁ ଓ ମୀନ ରାଶିର। ପୁଷ୍କର ଦୋଷ- ସନ୍ଧ୍ୟା ୦୭.୨୫ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ।

Virgo

କନ୍ୟା

Friday 24 May 2024

ଉ- ଫାଲ୍‌ଗୁନୀ- ଆପଣଙ୍କର ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ରହିବ ଯାହାଦ୍ୱାରା ଆଜି ଆପଣ ଋଣ ମୁକ୍ତ ହୋଇପାରିବେ । କିଛି ଲୋକଙ୍କ ପାଇଁ ପରିବାରରେ ଖୁସି ଖବର ଆସିପାରେ ଯାହା ଯୋଗୁ ଉତ୍ସବ ଓ ଭୋଜିଭାତ ହୋଇପାରେ ।

ହସ୍ତା- ଭ୍ରମଣ ମନୋରଞ୍ଜନକୁ ବେଶୀ ଗୁରୁତ୍ୱ ଦେଇ ପାରନ୍ତି । ଆପଣଙ୍କ ଖାଲି ସମୟରେ ଘର ସଫାସଫି କରିବାକୁ ପସନ୍ଦ କରିବେ । ଜୀବନର ଆନନ୍ଦ ନେବାକୁ ହେଲେ ବନ୍ଧୁମାନଙ୍କୁ ସମୟ ଦେବା ଦରକାର।

ଚିତ୍ରା- ବନ୍ଧୁଙ୍କ ସହାୟତା ଲାଭକରି କାର‌୍ୟ୍ୟ ହାସଲ କରିବେ। କର୍ମକ୍ଷେତ୍ରରେ ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ଖର୍ଚ୍ଚଭାର କ୍ରମଶଃ ବୃଦ୍ଧି ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି।

ପ୍ରତିକାର-ସର୍ବକାର‌୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :