• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th May 2024: ଏହି ରାଶିର ବ୍ୟକ୍ତି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୨୪ ତାରିଖ ଶୁକ୍ରବାର। ଚନ୍ଦ୍ର- ବିଛା ଅହୋରାତ୍ର। ତିଥି-ପ୍ରତିପଦ ସନ୍ଧ୍ୟା ୦୭.୨୫ ଗତେ ୨ୟା। ଘାତଚନ୍ଦ୍ର- ନାସ୍ତି। ଘାତବାର- ବିଛା, ଧନୁ ଓ ମୀନ ରାଶିର। ପୁଷ୍କର ଦୋଷ- ସନ୍ଧ୍ୟା ୦୭.୨୫ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ।

Libra

ତୁଳା

Friday 24 May 2024

ଚିତ୍ରା – ଦୁର୍ଘଟଣାଦି ମନରେ ଭୟ ରହିବ । ପାରିବାରିକ ସମସ୍ୟା ଚିନ୍ତାର କାରଣ ହୋଇପାରେ । ଦୂରେଇ ଚାଲି ଯାଇଥିବା ବନ୍ଧୁ ଆପଣଙ୍କ ସହ ମିଶିବା ପାଇଁ ଚେଷ୍ଟା କରିବେ । ନୂଆ ବେପାର ଆରମ୍ଭ କରିବା ପାଇଁ ଭାବିବେ ।

ସ୍ୱାତୀ – କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସହଜରେ ନିଜ କଥାରେ ପ୍ରଭାବିତ କରିବେ । ଶିକ୍ଷାକ୍ଷେତ୍ରରେ ଉଚ୍ଚ ଶ୍ରେଣୀ ପାଇବା ସହ ବିଦ୍ୟାର୍ଥୀମାନେ ନିଜ କ୍ୟାରିୟର ପାଇଁ ଭଲ ସୁଯୋଗ ପାଇବେ ।

ବିଶାଖା – ଖେଳାଳିମାନେ ପରିଶ୍ରମ କରି କୃତିତ୍ୱ ହାସଲ କରିବେ । ଆଇନର ଆଶ୍ରୟ ନେଇ ପାରନ୍ତି । ମହିଳାମାନେ ନିଜ ହାତ ପାହାନ୍ତାରେ ଥିବା ସୁଯୋଗ ହରାଇ ପାରନ୍ତି । ବିଭିନ୍ନ ଦିଗରୁ ଆଶାତୀତ ଫଳ ପାଇବେ ।

ପ୍ରତିକାର – ଶନିଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :