• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th May 2024: ଏହି ରାଶିର ବ୍ୟକ୍ତି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୨୪ ତାରିଖ ଶୁକ୍ରବାର। ଚନ୍ଦ୍ର- ବିଛା ଅହୋରାତ୍ର। ତିଥି-ପ୍ରତିପଦ ସନ୍ଧ୍ୟା ୦୭.୨୫ ଗତେ ୨ୟା। ଘାତଚନ୍ଦ୍ର- ନାସ୍ତି। ଘାତବାର- ବିଛା, ଧନୁ ଓ ମୀନ ରାଶିର। ପୁଷ୍କର ଦୋଷ- ସନ୍ଧ୍ୟା ୦୭.୨୫ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ।

Scorpio

ବିଛା

Friday 24 May 2024

ବିଶାଖା- ବନ୍ଧୁ ମିତ୍ର ସହକର୍ମୀ ଭାଗୀଦାରୀଙ୍କ ପାଇଁ ବିଶେଷ ଲାଭ ପାଇବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରିବେ । ଦୂର ଯାତ୍ରାରେ କଷ୍ଟ ଅନୁଭବ କରିବେ ।

ଅନୁରାଧା- ପ୍ରେମିକାପ୍ରେମିକମାନେ ନିକଟସ୍ଥ ସ୍ଥାନକୁ ଭ୍ରମଣ କରିବାକୁ ଯାଇ ଆନନ୍ଦ ଅନୁଭବ କରିବେ । ରାଜନୈତିକ କ୍ଷେତ୍ରରେ ସଫଳତା ପାଇ ପ୍ରଂଶସିତ ହେବେ ।

ଜ୍ୟୋଷ୍ଠା- ଛାତ୍ରଛାତ୍ରୀମାନେ ପାଠପଢାରେ ବ୍ୟସ୍ତ ରହିବେ । ନିଜର ମର୍ଯ୍ୟାଦାକୁ ଜଗି ରଖି ଚଳିଲେ ଭଲ । ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତିକୁ ହାଲକା କରିବାରେ ସମର୍ଥନ ହେବେ

ପ୍ରତିକାର-ସୂର୍ଯ୍ୟ ଦେବତାଙ୍କୁ ଜଳ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :