• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th May 2024: ଏହି ରାଶିର ବ୍ୟକ୍ତି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୨୪ ତାରିଖ ଶୁକ୍ରବାର। ଚନ୍ଦ୍ର- ବିଛା ଅହୋରାତ୍ର। ତିଥି-ପ୍ରତିପଦ ସନ୍ଧ୍ୟା ୦୭.୨୫ ଗତେ ୨ୟା। ଘାତଚନ୍ଦ୍ର- ନାସ୍ତି। ଘାତବାର- ବିଛା, ଧନୁ ଓ ମୀନ ରାଶିର। ପୁଷ୍କର ଦୋଷ- ସନ୍ଧ୍ୟା ୦୭.୨୫ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ।

Sagittarius

ଧନୁ

Friday 24 May 2024

ମୂଳା – ନୂଆ ବ୍ୟବସାୟରେ ପୁଞ୍ଜି ଲଗାଇଲେ ଆପଣଙ୍କୁ ଦିଗୁଣା ଲାଭ ମିଳିବ । ସ୍ୱାସ୍ଥ୍ୟ ପରୀକ୍ଷା ଲାଗି ଅଧିକ ଖର୍ଚ୍ଚ ହୋଇପାରେ । ଅନେକ ସମସ୍ୟାର ସମାଧାନ ହୋଇଯିବ । ବଜାରରେ ଦ୍ରୁତ ପରିବର୍ତନ ସହ ବ୍ୟବସାୟୀମାନେ ଆଗକୁ ଆଗେଇବେ ।

ପୂ , ଷାଢା – କର୍ମକ୍ଷେତ୍ରରେ ଆପଣଙ୍କ ପ୍ରତି ଉଚ୍ଚ ଅଧିକାରୀଙ୍କ ବ୍ୟବହାର ସକାରତ୍ମକ ରହିବ । ଶିକ୍ଷାର୍ଥୀମାନେ ନିଜର ପ୍ରତିଭାକୁ ବିକଶିତ କରିବା ଲାଗି ଅବସର ପାଇବେ । ବୈଜ୍ଞାନିକମାନେ ନୂତନ ତଥ୍ୟ ହାସଲରେ ଚେଷ୍ଟିତ ରହିବେ ।

ଉ , ଷାଢା – କୋର୍ଟର ନିଷ୍ପତ୍ତି ଆପଣଙ୍କ ପକ୍ଷରେ ହେବ । ମହିଳାମାନଙ୍କ ପାଇଁ ଦିନଟି ଶୁଭ ରହିବ । ସରକାରୀ କ୍ଷେତ୍ରରେ ସମ୍ମାନଜନକ କାର୍ଯ୍ୟ କରି ବିଦେଶ ଯାତ୍ରା କରିପାରନ୍ତି । ସଙ୍ଗୀତକାରମାନଙ୍କୁ ବହୁତ ପରିଶ୍ରମ କରିବାକୁ ପଡିପାରେ ।

ପ୍ରତିକାର – ଓଁ ହ୍ରୀଂ ସ୍ରୀଂ ହୁଁ ଫଟ ମନ୍ତ୍ରକୁ ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :