• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th May 2024: ଏହି ରାଶିର ବ୍ୟକ୍ତି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୨୪ ତାରିଖ ଶୁକ୍ରବାର। ଚନ୍ଦ୍ର- ବିଛା ଅହୋରାତ୍ର। ତିଥି-ପ୍ରତିପଦ ସନ୍ଧ୍ୟା ୦୭.୨୫ ଗତେ ୨ୟା। ଘାତଚନ୍ଦ୍ର- ନାସ୍ତି। ଘାତବାର- ବିଛା, ଧନୁ ଓ ମୀନ ରାଶିର। ପୁଷ୍କର ଦୋଷ- ସନ୍ଧ୍ୟା ୦୭.୨୫ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ।

Capricorn

ମକର

Friday 24 May 2024

ଉ, ଷାଢା- ଶାରୀରିକ ଅସୁସ୍ଥତା ଦୂରେଇ ଯିବ । ବ୍ୟବସାୟୀ ମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ସେଥିରେ ପ୍ରଚୁର ଲାଭ ମିଳିବ । ଜୀବନସାଥୀଙ୍କ ସହିତ ଶାନ୍ତି ବାତାବରଣ ସୃଷ୍ଟି କରିବେ ।

ଶ୍ରବଣା- ଆଶା କରିଥିବା ଖବର ପାଇ ଖୁସି ହୋଇଯିବେ । ପ୍ରେମିକା, ପ୍ରେମିକମାନଙ୍କର ଅନେକ ଦିନର ଅଭିଳାଷା ପୂର୍ଣ୍ଣ ହେବ । ଉଧାର ଦେଇଥିବା ଟଙ୍କା ସହଜରେ ହସ୍ତଗତ ହୋଇଯିବ ।

ଧନିଷ୍ଠା- ଜାଗା ଜମି କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱ ଦୂରେଇ ଯିବ । ଯାନବାହନ କିଣି ଖୁସି ଅନୁଭବ କରିବେ । ପଡୋଶୀ ଏବଂ କୁଟୁମ୍ୱଙ୍କ ସହ ଲାଗିଥିବା କଳହର ସମାଧାନ ହୋଇଯିବ ।

ପ୍ରତିକାର-ଗରିବ ଲୋକଙ୍କୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :