• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th Nov 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ଗୁରୁବାର ଚନ୍ଦ୍ର – ବିଛା ଅହୋରାତ୍ର ତିଥି - ପ୍ରତିପଦ ରାତ୍ରି ୦୧/୩୭ ଗତେ ୨ୟା ଘାତ ଚନ୍ଦ୍ର - ନାସ୍ତି ଘାତ ବାର – ତୁଳା , କୁମ୍ଭ ପୁଷ୍କର ଦୋଷ – ରାତ୍ରି ୦୧/୩୭ ଗତେ ୧ ପାଦ ପଶୁସମ୍ପଦ ନାଶ- ଅନ୍ନ ଦାନ

Aries

ମେଷ

Thursday 24 Nov 2022

ଅଶ୍ୱନୀ – ସୁଖ ଓ ସ୍ୱାଚ୍ଛନ୍ଦ୍ୟ ତଥା ଭୋଗବିଳାସ ଭାଗୀ ହେବେ । ପରିବାରରେ କୈାଣସି ଗୁରୁ ଦାୟିତ୍ୱ ତୁଲାଇବେ । ଅଫିସ୍ କାମ ଅତିଶିଘ୍ର ସଂପୂର୍ଣ୍ଣ କରିନେବେ

ଦ୍ୱିଜା – କଳା କ୍ଷେତ୍ରରେ ଥିବା ଲୋକଙ୍କୁ ଉନ୍ନତିର ନୂଆ ମାର୍ଗ ମିଳିବ । ରାଜନିତିରେ ବଡ ଦାୟିତ୍ୱ ନେଇ ସଫଳତା ହାସଲ କରିବେ । କର୍ମକ୍ଷେତ୍ରରେ ନିଜର ମନ ଅନୁଯାୟୀ କର୍ମ କରିବେ

କୃତିକା – କୋର୍ଟ କଚେରୀ ମାମଲାରେ ଖର୍ଚ୍ଚାନ୍ତ ହୋଇ ପାରନ୍ତି । ସଡକ ଦୁର୍ଘଟଣାର ସମ୍ଭାବନା ରହିଛି

ପ୍ରତିକାର - ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :