• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th Nov 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ଗୁରୁବାର ଚନ୍ଦ୍ର – ବିଛା ଅହୋରାତ୍ର ତିଥି - ପ୍ରତିପଦ ରାତ୍ରି ୦୧/୩୭ ଗତେ ୨ୟା ଘାତ ଚନ୍ଦ୍ର - ନାସ୍ତି ଘାତ ବାର – ତୁଳା , କୁମ୍ଭ ପୁଷ୍କର ଦୋଷ – ରାତ୍ରି ୦୧/୩୭ ଗତେ ୧ ପାଦ ପଶୁସମ୍ପଦ ନାଶ- ଅନ୍ନ ଦାନ

Taurus

ବୃଷ

Thursday 24 Nov 2022

କୃତିକା - ଭାତୃ ସଂପର୍କରେ ଉନ୍ନତି ଘଟିବ । ବିନା ସ୍ୱାର୍ଥରେ ଅନ୍ୟର ସହୟତା କରି ଖୁସି ଅନୁଭବ କରିବେ । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ

ରୋହିଣୀ – ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ବାଣିଜ୍ୟ - ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ

ମୃଗଶିରା – ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ଘରେ ସା୍ୱସ୍ଥ୍ୟକୁ ନେଇ ଚିନ୍ତାରେ ରହିବେ ।

ପ୍ରତିକାର – ଶ୍ରୀ ଭାର୍ଗବୀ ଫଟକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :