• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th Nov 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ଗୁରୁବାର ଚନ୍ଦ୍ର – ବିଛା ଅହୋରାତ୍ର ତିଥି - ପ୍ରତିପଦ ରାତ୍ରି ୦୧/୩୭ ଗତେ ୨ୟା ଘାତ ଚନ୍ଦ୍ର - ନାସ୍ତି ଘାତ ବାର – ତୁଳା , କୁମ୍ଭ ପୁଷ୍କର ଦୋଷ – ରାତ୍ରି ୦୧/୩୭ ଗତେ ୧ ପାଦ ପଶୁସମ୍ପଦ ନାଶ- ଅନ୍ନ ଦାନ

Pisces

ମୀନ

Thursday 24 Nov 2022

ପୂ , ଭାଦ୍ରପଦ - ପ୍ରେମରେ ସଫଳତା ଅନୁଭବ କରିବେ । ଇଶ୍ୱରଙ୍କ ପ୍ରତି ବିଶ୍ୱାସ ବଢିବ । ଆର୍ଥିକ ଲାଭ ଓ ଉନ୍ନତିର ଯୋଗ ବହୁତ ରହିଛି

ଉ , ଭଦ୍ରପଦ - ବ୍ୟବସାୟରେ ନୂଆ ପ୍ରସ୍ତାବ ଆସି ପାରେ । ଶିକ୍ଷାର୍ଥୀ ମାନେ ଅଧ୍ୟୟନ ଦିଗରେ ମନ ବଳାଇବେ । ମହିଳା ମାନେ ଆତ୍ମ ସମ୍ମାନ ବଜାୟ ରଖିବେ

ରେବତୀ – କାନୁନ ବିବାଦ ଆଦି ସମାପ୍ତ ହୋଇପାରେ । ସାମାଜିକ ଗତିଦିଧିରେ ସମ୍ମାନ ବୃଦ୍ଧି ହେବ 

ପ୍ରତିକାର – ବୃହସ୍ପତିଙ୍କର ଇଷ୍ଟ ଦେବୀ ମା ତାରାଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :