• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th Nov 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ଗୁରୁବାର ଚନ୍ଦ୍ର – ବିଛା ଅହୋରାତ୍ର ତିଥି - ପ୍ରତିପଦ ରାତ୍ରି ୦୧/୩୭ ଗତେ ୨ୟା ଘାତ ଚନ୍ଦ୍ର - ନାସ୍ତି ଘାତ ବାର – ତୁଳା , କୁମ୍ଭ ପୁଷ୍କର ଦୋଷ – ରାତ୍ରି ୦୧/୩୭ ଗତେ ୧ ପାଦ ପଶୁସମ୍ପଦ ନାଶ- ଅନ୍ନ ଦାନ

Gemini

ମିଥୁନ

Thursday 24 Nov 2022

ମୃଗଶିରା - ଆରୋଗ୍ୟ ଲାଭ ସହ ବୈଦ୍ଧିକ ବିକାଶ ଘଟିବ । କୈାଣସି ଶୁଭ କର୍ମ କରିବା ପାଇଁ ଯୋଜନା ପ୍ରସ୍ତୁତ କରିବେ । ନୂତନ ବନ୍ଧୁତ୍ୱ ସୃଷ୍ଟି କରିପାରନ୍ତି

ଆଦ୍ରା - ଛାତ୍ର ଛାତ୍ରି ମାନେ ଉଚ୍ଚ ଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ । ଶିଳ୍ପ ବାଣିଜ୍ୟରେ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ । ନୂତନ ଗୃହ ନିର୍ମାଣ କିମ୍ବା ଜମି କ୍ରୟ କରି ପାରନ୍ତି

ପୁନର୍ବସୁ - ଆଇନ ସହୟତା ସାଙ୍ଗକୁ ବିଦେଶ ଯାତ୍ରା କରିବେ । ଧର୍ମ ଓ ସାଂସୃତିକ କାର୍ଯ୍ୟରେ ଅଗ୍ରଣି ହୋଇ ସାମାଜିକ ସ୍ଥିତିକୁ ସୁଦୃଢ କରିବେ

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :