ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ଗୁରୁବାର ଚନ୍ଦ୍ର – ବିଛା ଅହୋରାତ୍ର ତିଥି - ପ୍ରତିପଦ ରାତ୍ରି ୦୧/୩୭ ଗତେ ୨ୟା ଘାତ ଚନ୍ଦ୍ର - ନାସ୍ତି ଘାତ ବାର – ତୁଳା , କୁମ୍ଭ ପୁଷ୍କର ଦୋଷ – ରାତ୍ରି ୦୧/୩୭ ଗତେ ୧ ପାଦ ପଶୁସମ୍ପଦ ନାଶ- ଅନ୍ନ ଦାନ
ପୁନର୍ବସୁ - ଶାରିରୀକ କ୍ଲେଶ ଦୂର ହୋଇଯିବ । କର୍ମକ୍ଷେତ୍ରରେ ଓ କୃଷି କ୍ଷେତ୍ରରେ ଉନ୍ନତି କରିବେ । ଆତ୍ମୀୟ ସୂଜନ ଆପଣଙ୍କ ବିରୋଧୀ ହେବେ
ପୁଷ୍ୟା – ପିଲାମାନେ ପାଠ ପଢାରେ ଅଗ୍ରସର ହୋଇ ପାରନ୍ତି । ସାମାଜିକ ଅନୁଷ୍ଠାନ ଦ୍ୱାରା ସମ୍ନାନିତ ହୋଇପାରନ୍ତି
ଅଶ୍ଳେଷା - ମହିଳା ମାନେ କର୍ମକ୍ଷେତ୍ରରେ ଆଗମନା ରହିବେ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହିତ ସପଂର୍କ ସ୍ଥାପନ କରିବେ
ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨