• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th Nov 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ଗୁରୁବାର ଚନ୍ଦ୍ର – ବିଛା ଅହୋରାତ୍ର ତିଥି - ପ୍ରତିପଦ ରାତ୍ରି ୦୧/୩୭ ଗତେ ୨ୟା ଘାତ ଚନ୍ଦ୍ର - ନାସ୍ତି ଘାତ ବାର – ତୁଳା , କୁମ୍ଭ ପୁଷ୍କର ଦୋଷ – ରାତ୍ରି ୦୧/୩୭ ଗତେ ୧ ପାଦ ପଶୁସମ୍ପଦ ନାଶ- ଅନ୍ନ ଦାନ

Virgo

କନ୍ୟା

Thursday 24 Nov 2022

ଉ , ଫାଲଗୁନୀ – ପରିବାରରେ ସୁଖ, ଶାନ୍ତି ରହିବ । ସ୍ୱାସ୍ଥ୍ୟରେ ସୁଧାର ଆସିବ । ପରିବହନ, କଳା, ବାଣିଜ୍ୟରେ ଲାଭାନ୍ୱିତ ହୋଇ ପାରନ୍ତି

ହସ୍ତା – ଲେଖାପଢାରେ ସାଥିଙ୍କ ସାହାଯ୍ୟ ସହଯୋଗ ମିଳିବ । ପ୍ରଶାସନିକ କ୍ଷେତ୍ରରେ ବିରୋଧି ଦେଖା ଦେଇପାରେ । ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ

ଚିତ୍ରା – ଶତୃମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି । ପୂର୍ବରୁ କରିଥିବା ଭୁଲ କର୍ମ ପାଇଁ ପ୍ରାୟଶ୍ଚିତ କରିବେ

ପ୍ରତିକାର - ନାରାୟଣଙ୍କୁ ତୁଳସୀ ପତ୍ର ଭୋଗ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :