• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th Nov 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ଗୁରୁବାର ଚନ୍ଦ୍ର – ବିଛା ଅହୋରାତ୍ର ତିଥି - ପ୍ରତିପଦ ରାତ୍ରି ୦୧/୩୭ ଗତେ ୨ୟା ଘାତ ଚନ୍ଦ୍ର - ନାସ୍ତି ଘାତ ବାର – ତୁଳା , କୁମ୍ଭ ପୁଷ୍କର ଦୋଷ – ରାତ୍ରି ୦୧/୩୭ ଗତେ ୧ ପାଦ ପଶୁସମ୍ପଦ ନାଶ- ଅନ୍ନ ଦାନ

Capricorn

ମକର

Thursday 24 Nov 2022

ଉ , ଷାଢା - ପତିପତ୍ନୀଙ୍କ ମଧ୍ୟରେ ତିକ୍ତତା ଦେଖାଦେବ । ମନର ବ୍ୟଥା ବନ୍ଧୁଙ୍କୁ କୁହନ୍ତୁ, ମନ ହାଲକା ରହିବ । ବ୍ୟବସାୟରେ ବୁଝିବିଚାରି ଭାଗିଦାରି କରନ୍ତୁ

ଶ୍ରବଣା – ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ । ଲେଖାଲେଖି କରୁଥିବା ବ୍ୟକ୍ତିଙ୍କୁ ପ୍ରଂଶସା ମିଳିପାରେ । ଚାକିରି କ୍ଷେତ୍ରରେ ଅପମାନିତ ହୋଇପାରନ୍ତି

ଧନିଷ୍ଠା – କୈାଣସି ପୁରୁଣା ମକଦ୍ଦମାରେ ଜୟଯୁକ୍ତ କରିବେ । ପ୍ରଶାସନିକ ଦାୟିତ୍ୱରେ ଅବହେଳା ରହିବେ

ପ୍ରତିକାର – ସକାଳୁ ଗାଧୋଇ ସାରି ବରଗଛ ମୂଳରେ କ୍ଷୀର ଢାଳନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :