Daily Horoscope 24th Nov 2023: ଚାକିରିରେ ଯୋଗ୍ୟତା ଅନୁସାରେ କୌଣସି ଉଚ୍ଚ ପଦବୀ ମିଳିପାରେ..
/odishatv-khabar/media/media_files/uploadimage/library/16_9/16_9_0/IMAGE_1700796267-697647.jpg)
ସୌର ବିଛା ମାସ କାର୍ତ୍ତିିକ ଶୁକ୍ଳପକ୍ଷ । ଇଂରାଜୀରେ ୨୪ ତାରିଖ, ଶୁକ୍ରବାର ଚନ୍ଦ୍ର- ମୀନ ଦିବା ୦୪.୦୦ ଗତେ ମେଷ ତିଥି- ୧୨ଶୀ ସନ୍ଧ୍ୟା ୦୭.୦୭ ଗତେ ୧୩ଶୀ ଘାତଚନ୍ଦ୍ର- ଧନୁ ରାଶିର, ଦିବା ୦୪.୦୦ ଗତେ ମେଷ ରାଶିର ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ସନ୍ଧ୍ୟା ୦୭.୦୭ ପର୍ଯ୍ୟନ୍ତ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
