• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th Nov 2023: ଚାକିରିରେ ଯୋଗ୍ୟତା ଅନୁସାରେ କୌଣସି ଉଚ୍ଚ ପଦବୀ ମିଳିପାରେ..

ସୌର ବିଛା ମାସ  କାର୍ତ୍ତିିକ ଶୁକ୍ଳପକ୍ଷ । ଇଂରାଜୀରେ ୨୪ ତାରିଖ, ଶୁକ୍ରବାର ଚନ୍ଦ୍ର-  ମୀନ ଦିବା ୦୪.୦୦ ଗତେ ମେଷ ତିଥି-  ୧୨ଶୀ  ସନ୍ଧ୍ୟା  ୦୭.୦୭ ଗତେ ୧୩ଶୀ ଘାତଚନ୍ଦ୍ର-  ଧନୁ ରାଶିର, ଦିବା ୦୪.୦୦ ଗତେ ମେଷ ରାଶିର ଘାତବାର-  ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ସନ୍ଧ୍ୟା  ୦୭.୦୭ ପର୍ଯ୍ୟନ୍ତ

Aquarius

କୁମ୍ଭ

Friday 24 Nov 2023

ଧନିଷ୍ଠା- ପେଟ ବ୍ୟଥାରୁ ମୁକ୍ତି ମିଳିବ । ଯେକୈାଣସି କାମ କରିବା ବେଳେ ମନକୁ ଶାନ୍ତ ଋଖନ୍ତୁ । ବ୍ୟବସାୟରେ ପରିଶ୍ରମ ଅନୁଯାୟୀ ଫଳ ପାଇବ । ହଠାତ୍ କୌଣସି ଖୁସି ଖବର ପାଇପାରନ୍ତି । 
ଶତଭିଷା- ବନ୍ଧୁ ମାନଙ୍କ  ସହିତ ସମୟ ଅତିବାହିତ କରିବେ ।  ପାରିବାରିକ ଜୀବନ ସୁଖ ଏବଂ ଶାନ୍ତିରେ କଟିବ । ଅଫିସ୍‌ରେ ସମସ୍ତେ ଆପଣଙ୍କୁ ସହଯୋଗ କରିବେ
ପୂ,ଭାଦ୍ରପଦ- ଆପଣଙ୍କ ସାଥୀଙ୍କୁ ଅଧିକ ସମର୍ଥନ କରନ୍ତୁ । ଆପଣ ସର୍ବଦା ନିଜର ଭବିଷ୍ୟତକୁ ଧ୍ୟାନରେ ରଖି କାର୍ଯ୍ୟ କରିବା ଉଚିତ ।  ଆପଣ ନିଜ ପାଇଁ କୌଣସି ସମ୍ପତ୍ତି ବିନିଯୋଗ କିମ୍ବା କ୍ରୟ କରିବେ

ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :