• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th Nov 2023: ଚାକିରିରେ ଯୋଗ୍ୟତା ଅନୁସାରେ କୌଣସି ଉଚ୍ଚ ପଦବୀ ମିଳିପାରେ..

ସୌର ବିଛା ମାସ  କାର୍ତ୍ତିିକ ଶୁକ୍ଳପକ୍ଷ । ଇଂରାଜୀରେ ୨୪ ତାରିଖ, ଶୁକ୍ରବାର ଚନ୍ଦ୍ର-  ମୀନ ଦିବା ୦୪.୦୦ ଗତେ ମେଷ ତିଥି-  ୧୨ଶୀ  ସନ୍ଧ୍ୟା  ୦୭.୦୭ ଗତେ ୧୩ଶୀ ଘାତଚନ୍ଦ୍ର-  ଧନୁ ରାଶିର, ଦିବା ୦୪.୦୦ ଗତେ ମେଷ ରାଶିର ଘାତବାର-  ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ସନ୍ଧ୍ୟା  ୦୭.୦୭ ପର୍ଯ୍ୟନ୍ତ

Pisces

ମୀନ

Friday 24 Nov 2023

ପୂ,ଭାଦ୍ରପଦ- ରୋଗରୁ ରକ୍ଷା ପାଇପାରିବେ । ବୃତ୍ତିରେ ଉନ୍ନତି ଆଣିବା ପାଇଁ ଅନେକ ସୁଯୋଗ ଉପଭୋଗ କରିବେ । ଆପଣଙ୍କର ପ୍ରେମ ଜୀବନ ଅଧିକ ରୋମାଞ୍ଚକର ହେବ । ସକରାତ୍ମକ ଫଳାଫଳ ଅନୁଭବ କରିବେ
ଉ,ଭାଦ୍ରପଦ- ରାଜନୈତିକ କ୍ଷେତ୍ରରେ ଟିକିଏ ଜଟିଳ ଆଡକୁ ଗତି କରିବ କିନ୍ତୁ ପରିମାଣ ବିଶେଷ କିଛି ଖରାପ ହେବ ନାହିଁ । ଶିକ୍ଷାର୍ଥୀ ମାନେ ସଫଳତା ଦିଗକୁ ଗତି କରିବେ । ଚାକିରି ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ ।
ରେବତୀ- ଜମିବାଡି ସମ୍ବନ୍ଧୀୟ ସମସ୍ୟାରୁ ମୁକ୍ତି ପାଇବେ । ସାଙ୍ଗଠନିକ କାର‌୍ୟ୍ୟରେ ଯୋଗଦାନ କରି ପାରନ୍ତି । ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ

ପ୍ରତିକାର – ବୃହସ୍ପତିଙ୍କର ବିଜ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :