• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th Nov 2023: ଚାକିରିରେ ଯୋଗ୍ୟତା ଅନୁସାରେ କୌଣସି ଉଚ୍ଚ ପଦବୀ ମିଳିପାରେ..

ସୌର ବିଛା ମାସ  କାର୍ତ୍ତିିକ ଶୁକ୍ଳପକ୍ଷ । ଇଂରାଜୀରେ ୨୪ ତାରିଖ, ଶୁକ୍ରବାର ଚନ୍ଦ୍ର-  ମୀନ ଦିବା ୦୪.୦୦ ଗତେ ମେଷ ତିଥି-  ୧୨ଶୀ  ସନ୍ଧ୍ୟା  ୦୭.୦୭ ଗତେ ୧୩ଶୀ ଘାତଚନ୍ଦ୍ର-  ଧନୁ ରାଶିର, ଦିବା ୦୪.୦୦ ଗତେ ମେଷ ରାଶିର ଘାତବାର-  ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ସନ୍ଧ୍ୟା  ୦୭.୦୭ ପର୍ଯ୍ୟନ୍ତ

Gemini

ମିଥୁନ

Friday 24 Nov 2023

ମୃଗଶିରା- ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । ସନ୍ତାନ ମଧ୍ୟରେ ବ୍ୟତିକ୍ରମ ଘଟିବାର ଆଶଙ୍କା ରହିଛି । ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଓ କୂଟନୀତି ପ୍ରୟୋଗ କରି କାମ ହାସଲ କରିବେ 
ଆଦ୍ରା- ଆପଣଙ୍କର ବ୍ୟକ୍ତିତ୍ୱ ପ୍ରତ୍ୟେକ କ୍ଷେତ୍ରରେ ବିକାଶ ହେବ ।  ପରୀକ୍ଷାର୍ଥୀମାନେ ଶ୍ରେଷ୍ଠ ପ୍ରଦର୍ଶନକାରୀ ହେବାର ସମ୍ଭାବନା ଅଧିକ ଦେଖାଦେବ । ସାମାଜିକ ଗଣ ମାଧ୍ୟମରେ ସହଯୋଗ ଦେବେ ।  
ପୁନର୍ବସୁ- ସମ୍ପତ୍ତି କ୍ରୟ କରିବାର ସୁଯୋଗ ପାଇବେ । ଛାତ୍ରଛାତ୍ରୀମାନେ ପଢାରେ ଅବେହଳା କରି ପାରନ୍ତି । ମହିଳାଙ୍କ ମନୋବଳ ବୃଦ୍ଧି ଘଟିବ । 

ପ୍ରତିକାର – ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :