• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th Nov 2023: ଚାକିରିରେ ଯୋଗ୍ୟତା ଅନୁସାରେ କୌଣସି ଉଚ୍ଚ ପଦବୀ ମିଳିପାରେ..

ସୌର ବିଛା ମାସ  କାର୍ତ୍ତିିକ ଶୁକ୍ଳପକ୍ଷ । ଇଂରାଜୀରେ ୨୪ ତାରିଖ, ଶୁକ୍ରବାର ଚନ୍ଦ୍ର-  ମୀନ ଦିବା ୦୪.୦୦ ଗତେ ମେଷ ତିଥି-  ୧୨ଶୀ  ସନ୍ଧ୍ୟା  ୦୭.୦୭ ଗତେ ୧୩ଶୀ ଘାତଚନ୍ଦ୍ର-  ଧନୁ ରାଶିର, ଦିବା ୦୪.୦୦ ଗତେ ମେଷ ରାଶିର ଘାତବାର-  ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ସନ୍ଧ୍ୟା  ୦୭.୦୭ ପର୍ଯ୍ୟନ୍ତ

Cancer

କର୍କଟ

Friday 24 Nov 2023

ପୁନର୍ବସୁ- ସାମୟିକ ମୁଣ୍ଡ ଓ ପେଟରେ କଷ୍ଟ ପାଇବେ । ପୂର୍ବ ସମସ୍ୟା ସମାଧାନ ହୋଇ ବ୍ୟବସାୟ ବିସ୍ତାର କରିବାକୁ ଯୋଜନା କରି ପାରିବେ । ଅଯଥା ବିରକ୍ତି ନ ହୋଇ ପିଲାମାନଙ୍କର ଅଭିଯୋଗକୁ ଗୁରୁତ୍ୱର ସହ ବିଚାର କରନ୍ତୁ ।
ପୁଷ୍ୟା- ପାରିବାରିକ ବୁଝାବଣା ବଢିବ । ଲୋକ ମାନଙ୍କ ସେବା କରିବାରେ ମନବଳାଇବେ । ବନ୍ଧୁ ସହୟତା ମିଳିବ ।  ରାଜନୀତିରେ ହଠାତ୍ ନିର୍ଣ୍ଣୟ ନେବାକୁ ପଡିପାରେ ।
ଅଶ୍ଲେଷା- ଅନ୍ୟମାନଙ୍କ ଆଗରେ ଆପଣଙ୍କର ଛବି ଭଲ ରହିବ । କୋର୍ଟ କଚେରୀ ମାମଲାରେ ଚିନ୍ତାରେ ରହିବେ । କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିପାରନ୍ତି ।

ପ୍ରତିକାର – ଶିବଙ୍କ ସହସ୍ର ନାମ ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :