• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th Nov 2023: ଚାକିରିରେ ଯୋଗ୍ୟତା ଅନୁସାରେ କୌଣସି ଉଚ୍ଚ ପଦବୀ ମିଳିପାରେ..

ସୌର ବିଛା ମାସ  କାର୍ତ୍ତିିକ ଶୁକ୍ଳପକ୍ଷ । ଇଂରାଜୀରେ ୨୪ ତାରିଖ, ଶୁକ୍ରବାର ଚନ୍ଦ୍ର-  ମୀନ ଦିବା ୦୪.୦୦ ଗତେ ମେଷ ତିଥି-  ୧୨ଶୀ  ସନ୍ଧ୍ୟା  ୦୭.୦୭ ଗତେ ୧୩ଶୀ ଘାତଚନ୍ଦ୍ର-  ଧନୁ ରାଶିର, ଦିବା ୦୪.୦୦ ଗତେ ମେଷ ରାଶିର ଘାତବାର-  ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ସନ୍ଧ୍ୟା  ୦୭.୦୭ ପର୍ଯ୍ୟନ୍ତ

Leo

ସିଂହ

Friday 24 Nov 2023

ମଘା- ପ୍ରେମ ସମ୍ପର୍କ ଭଲ ରହିବ । ନୂଆ କଳାକୌଶଳ ଶିଖିବାକୁ ସୁଯୋଗ ମିଳିବ । ମନ ଭଲ ରହିବ । କର୍ମକ୍ଷେତ୍ରରେ ଭାବୁଥିବା କାମଟିକୁ କଷ୍ଟସାଧ୍ୟ ପୁରା କରିବେ
ପୂ,ଫାଲଗୁନି- ଚାକିରିଆଙ୍କୁ ନୂଆ ପ୍ରକଳ୍ପ ଦାୟିତ୍ୱ ମିଳିବ । ପଡୋଶୀଙ୍କ କଟୁକ୍ତି ମନରେ ଗଭୀର ରେଖାପାତ କରିପାରେ ।  କୈାଣସି କାମରେ ବିଶେଷ ଜ୍ଞାନ ହାସଲ କରିବେ
ଉ,ଫାଲଗୁନି- ଶତ୍ରୁଙ୍କର ସମ୍ମୁଖୀନ ହୋଇପାରନ୍ତି । ହଜି ଯାଇଥିବା ଦ୍ରବ୍ୟର ସନ୍ଧାନ ମିଳିବ । ଅଯଥା କୋର୍ଟ ମାମଲାରେ ଫସି ଯାଇ ହଇରାଣ ହୋଇପାରନ୍ତି ।

ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :