• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th Nov 2023: ଚାକିରିରେ ଯୋଗ୍ୟତା ଅନୁସାରେ କୌଣସି ଉଚ୍ଚ ପଦବୀ ମିଳିପାରେ..

ସୌର ବିଛା ମାସ  କାର୍ତ୍ତିିକ ଶୁକ୍ଳପକ୍ଷ । ଇଂରାଜୀରେ ୨୪ ତାରିଖ, ଶୁକ୍ରବାର ଚନ୍ଦ୍ର-  ମୀନ ଦିବା ୦୪.୦୦ ଗତେ ମେଷ ତିଥି-  ୧୨ଶୀ  ସନ୍ଧ୍ୟା  ୦୭.୦୭ ଗତେ ୧୩ଶୀ ଘାତଚନ୍ଦ୍ର-  ଧନୁ ରାଶିର, ଦିବା ୦୪.୦୦ ଗତେ ମେଷ ରାଶିର ଘାତବାର-  ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ସନ୍ଧ୍ୟା  ୦୭.୦୭ ପର୍ଯ୍ୟନ୍ତ

Virgo

କନ୍ୟା

Friday 24 Nov 2023

ଉ,ଫଳଗୁନି- କୈାଣସି କାରଣରୁ ମନରେ ଭୟ ଆସିପାରେ । ଆମୋଦ, ପ୍ରମୋଦରେ ଦିନ କଟିବ । ଧର୍ମ ଭାବନାରୁ ଶାନ୍ତି ମିଳିବ । କର୍ମକ୍ଷେତ୍ରରେ ସହକର୍ମୀଙ୍କର ସହାୟତା ଲୋଡିବେ
ହସ୍ତା- ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ଆର୍ଥିକ ସହାୟତା ପାଇ ଅଫିସରେ କାମ କରିନେବେ । କୈାଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ
ଚିତ୍ରା- କ୍ୟାରିୟର ଓ ଶିକ୍ଷାକ୍ଷେତ୍ରରେ ପ୍ରତ୍ୟେକ କାର୍ଯ୍ୟକୁ ବଡ ମାନଙ୍କ ଠାରୁ  ବୁଝିବିଚାରି କଲେ ଠିକ୍ ହେବ । ଭୂ-ସମ୍ପତ୍ତି ଭାଗ ହୋଇପାରେ । ନାରୀ ମାନଙ୍କର ସହନଶୀଳତା ବୃଦ୍ଧି ପାଇବ ।

ପ୍ରତିକାର – ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :