• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th Nov 2023: ଚାକିରିରେ ଯୋଗ୍ୟତା ଅନୁସାରେ କୌଣସି ଉଚ୍ଚ ପଦବୀ ମିଳିପାରେ..

ସୌର ବିଛା ମାସ  କାର୍ତ୍ତିିକ ଶୁକ୍ଳପକ୍ଷ । ଇଂରାଜୀରେ ୨୪ ତାରିଖ, ଶୁକ୍ରବାର ଚନ୍ଦ୍ର-  ମୀନ ଦିବା ୦୪.୦୦ ଗତେ ମେଷ ତିଥି-  ୧୨ଶୀ  ସନ୍ଧ୍ୟା  ୦୭.୦୭ ଗତେ ୧୩ଶୀ ଘାତଚନ୍ଦ୍ର-  ଧନୁ ରାଶିର, ଦିବା ୦୪.୦୦ ଗତେ ମେଷ ରାଶିର ଘାତବାର-  ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ସନ୍ଧ୍ୟା  ୦୭.୦୭ ପର୍ଯ୍ୟନ୍ତ

Libra

ତୁଳା

Friday 24 Nov 2023

ଚିତ୍ରା- ପେଟରେ କଷ୍ଟ ଅନୁଭବ କରିବେ । ଭାଇ-ଭଉଣୀଙ୍କ ଖୁସି ପାଇଁ ପରିବାରରେ ଶାନ୍ତି କେତେକାଂଶରେ ଦେଖାଦେବ । ପତ୍ନୀଙ୍କ ସହ ମନମାଳିନ୍ୟ ଯୋଗୁ ଆପଣ ଅଶାନ୍ତି ଭୋଗ କରିବେ ।
ସ୍ୱାତୀ- ରାଜନୀତିରେ ପଛକଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କଲେ ଅନିଷ୍ଟକର ପରିସ୍ଥିତି ସୃଷ୍ଟି ହେବ । ସଂଘର୍ଷ କରି ବିଜୟ ଲାଭ ପାଇବେ । ପିଲାଙ୍କ କ୍ୟାରିୟର ପାଇଁ ମହତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି ।
ବିଶାଖା- ବିଦ୍ୟାର୍ଥୀମାନେ ପରୀକ୍ଷାରେ ଭଲ ସଫଳତା ପାଇବେ । ପିତୃ ପୁରୁଷ ସମ୍ପତ୍ତି ପାଇଁ ଖୁସି ଅନୁଭବ କରିବେ । ମହିଳାମାନେ ନୂଆ କାର୍ଯ୍ୟର ଅନୁସନ୍ଧାନ କରିବେ    

ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :