• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th Nov 2023: ଚାକିରିରେ ଯୋଗ୍ୟତା ଅନୁସାରେ କୌଣସି ଉଚ୍ଚ ପଦବୀ ମିଳିପାରେ..

ସୌର ବିଛା ମାସ  କାର୍ତ୍ତିିକ ଶୁକ୍ଳପକ୍ଷ । ଇଂରାଜୀରେ ୨୪ ତାରିଖ, ଶୁକ୍ରବାର ଚନ୍ଦ୍ର-  ମୀନ ଦିବା ୦୪.୦୦ ଗତେ ମେଷ ତିଥି-  ୧୨ଶୀ  ସନ୍ଧ୍ୟା  ୦୭.୦୭ ଗତେ ୧୩ଶୀ ଘାତଚନ୍ଦ୍ର-  ଧନୁ ରାଶିର, ଦିବା ୦୪.୦୦ ଗତେ ମେଷ ରାଶିର ଘାତବାର-  ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ସନ୍ଧ୍ୟା  ୦୭.୦୭ ପର୍ଯ୍ୟନ୍ତ

Capricorn

ମକର

Friday 24 Nov 2023

ଉ,ଷାଢା- ମସ୍ତିଷ୍କରୁ ଲାଗି ରହିଥିବା ସବୁ ଚିନ୍ତା ସମାପ୍ତ ହେବ । କର୍ତ୍ତୃପକ୍ଷ ଆପଣଙ୍କ ଦରମାକୁ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇ ପାରନ୍ତି । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ 
ଶ୍ରବଣା- ସମ୍ମାନ ଏବଂ ପ୍ରତିଷ୍ଠା ବୃଦ୍ଧି ପାଇବ ।  ଆପଣ ଏକ ନୂତନ କାର୍ଯ୍ୟ ଆରମ୍ଭ କରିବେ ।  ଉଚ୍ଚଶିକ୍ଷାକୁ ପ୍ରାଥମିକତା ଦେବେ । ଆପଣଙ୍କର ଆୟ ବୃଦ୍ଧି କରିବାର ଅନେକ ସମ୍ଭାବନା ରହିଛି
ଧନିଷ୍ଠା- ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । ଜମିଜମା ପାଇଁ ଅର୍ଥ ବ୍ୟୟ କରିପାରିବେ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ । 

ପ୍ରତିକାର – କଳା ରଙ୍ଗର କୁକୁରକୁ ଖାଇବାକୁ ଦିଅନ୍ତୁ     

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :