ସୌର ବିଛା ମାସ କାର୍ତ୍ତିିକ ଶୁକ୍ଳପକ୍ଷ । ଇଂରାଜୀରେ ୨୪ ତାରିଖ, ଶୁକ୍ରବାର ଚନ୍ଦ୍ର- ମୀନ ଦିବା ୦୪.୦୦ ଗତେ ମେଷ ତିଥି- ୧୨ଶୀ ସନ୍ଧ୍ୟା ୦୭.୦୭ ଗତେ ୧୩ଶୀ ଘାତଚନ୍ଦ୍ର- ଧନୁ ରାଶିର, ଦିବା ୦୪.୦୦ ଗତେ ମେଷ ରାଶିର ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ସନ୍ଧ୍ୟା ୦୭.୦୭ ପର୍ଯ୍ୟନ୍ତ
ଉ,ଷାଢା- ମସ୍ତିଷ୍କରୁ ଲାଗି ରହିଥିବା ସବୁ ଚିନ୍ତା ସମାପ୍ତ ହେବ । କର୍ତ୍ତୃପକ୍ଷ ଆପଣଙ୍କ ଦରମାକୁ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇ ପାରନ୍ତି । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ
ଶ୍ରବଣା- ସମ୍ମାନ ଏବଂ ପ୍ରତିଷ୍ଠା ବୃଦ୍ଧି ପାଇବ । ଆପଣ ଏକ ନୂତନ କାର୍ଯ୍ୟ ଆରମ୍ଭ କରିବେ । ଉଚ୍ଚଶିକ୍ଷାକୁ ପ୍ରାଥମିକତା ଦେବେ । ଆପଣଙ୍କର ଆୟ ବୃଦ୍ଧି କରିବାର ଅନେକ ସମ୍ଭାବନା ରହିଛି
ଧନିଷ୍ଠା- ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । ଜମିଜମା ପାଇଁ ଅର୍ଥ ବ୍ୟୟ କରିପାରିବେ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ ।
ପ୍ରତିକାର – କଳା ରଙ୍ଗର କୁକୁରକୁ ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮