ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୪ ତାରିଖ ରବିବାର । ଚନ୍ଦ୍ର- ସିଂହ ନିଶାନ୍ତ ୦୫.୦୨ ଗତେ କନ୍ୟା,ତିଥି- ୯ମୀ ରାତ୍ରି ୧୦.୨୦ ଗତେ ୧୦ମୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର, ନିଶାନ୍ତ ୦୫.୦୨ ଗତେ ବୃଷ ରାଶିର, ଘାତବାର- ମେଷ ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୧୦.୧୬ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାନଞ୍ଚଦାନ ।
ଧନିଷ୍ଠା- ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ । ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍
ଶତଭିଷା- ସରକାରୀ ଓ ବେସରକାରୀ ସ୍ତରରେ ସମ୍ମାନିତ ହେବ । ବିଦ୍ୟାର୍ଥୀ ମାନେ ଦିଦ୍ୟାପ୍ରେମୀ ହୋଇପାରନ୍ତି । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ
ପୂ,ଭାଦ୍ରପଦ- ଆପଣଙ୍କ ସ୍ୱଭାବ ଆଖପାଖର ବାତା ବରଣକୁ ମଜାଦାର କରିବ । ଅନ୍ୟ ମାନଙ୍କ ସମସ୍ୟାରେ ଆପଣ ବିଚଳିତ ହୋଇପାରନ୍ତି । ଉଚ୍ଚାଧିକାରୀ ଓ ସହକର୍ମୀ ମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ
ପ୍ରତିକାର – ବିଷ୍ଣୁଙ୍କ ପାଖରେ ତୁଳସୀ ଅର୍ପଣ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮