ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୪ ତାରିଖ ରବିବାର । ଚନ୍ଦ୍ର- ସିଂହ ନିଶାନ୍ତ ୦୫.୦୨ ଗତେ କନ୍ୟା,ତିଥି- ୯ମୀ ରାତ୍ରି ୧୦.୨୦ ଗତେ ୧୦ମୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର, ନିଶାନ୍ତ ୦୫.୦୨ ଗତେ ବୃଷ ରାଶିର, ଘାତବାର- ମେଷ ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୧୦.୧୬ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାନଞ୍ଚଦାନ ।
ମୂଳା- ବ୍ୟବସାୟକୁ ବିସ୍ତାର କରିବାକୁ ଯୋଜନା କରିପାରିବେ । ସ୍ୱାସ୍ଥ୍ୟ ସମସ୍ୟା ମାନସିକ ସ୍ଥିତିକୁ ବିଷାଦ ଗ୍ରସ୍ତ କରିପାରେ । ସ୍ଥଗିତ କାମକୁ ପୂରା ଦମରେ କରିବାପାଇଁ ନିଷ୍ପତ୍ତି ନେଇପାରନ୍ତି।
ପୂ,ଷାଢା- ରାଜନୀତି କ୍ଷେତ୍ରରେ ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହେଯାଗୀ ମାନଙ୍କର ସାହାର୍ଯ୍ୟ ସହଯୋଗ ମିଳିବ । ଭ୍ରମଣ କାଳରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହୋଇପାରନ୍ତି।
ଉ,ଷାଢା- କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପରିବହନ, ସଭାସମିତି, ଆଇନ ଅଦାଲତ କ୍ଷେତ୍ରରୁ ସୁଫଳ ପାଇପାରିବେ।
ପ୍ରତିକାର – ହଳଦୀ ରଙ୍ଗର ପୋଷାକ ପିନ୍ଧନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩