ସୈାର ତୁଳା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୪ ତାରିଖ ସୋମବାର ଚନ୍ଦ୍ର – କନ୍ୟା ରାତ୍ରି ୦୨/୩୨ ଗତେ ତୁଳା ତିଥୀ - ୧୪ଶୀ ସନ୍ଧ୍ୟା ୦୫/୨୭ ଗତେ ଅମାବାସ୍ୟା ଘାତ ଚନ୍ଦ୍ର- ବୃଷ ରାତ୍ରି ୦୨/୩୨ ପର୍ଯ୍ୟନ୍ତ ଘାତ ବାର – ମିଥୁନ ରାଶିର ପୁଷ୍କର ଦୋଷ –ନାସ୍ତି
ପୁନର୍ବସୁ - ସ୍ୱାସ୍ଥ୍ୟରେ ସୁଧାର ଆସିବ । ଅଚାନକ କୈାଣସି ପୁରୁଣା ବନ୍ଧୁ ଦେଖାହେବେ । କୌଣସି ଗୁରୁତ୍ୱ ପୂର୍ଣ୍ଣ କାର୍ଯ୍ୟକୁ ନେଇ ବ୍ୟସ୍ତ ରହିପାରନ୍ତି । ଶାରୀରିକ କଷ୍ଟ ଅନୁଭବ କରିବେ ।
ପୁଷ୍ୟା – ରାଜନିତିରେ ଶତୃମାନେ ପ୍ରତିହତ ହେବେ । ବାଣିଜ୍ୟରେ ଆତ୍ମବୃଦ୍ଧି ଓ ସଞୟ ହେବ । ଲେଖାପଢାରେ ସାଥିଙ୍କ ସାହାଯ୍ୟ ସହଯୋଗ ମିଳିବ ।
ଅଶ୍ଳେଷା - ଜମିବାଡି ସଂପର୍କୀୟ ବିବାଦରୁ ମୁକ୍ତି ପାଇବେ । ମହିଳା ମାନେ ଆତ୍ମ ନିଯୁକ୍ତି ପାଇଁ ଚେଷ୍ଟିତ ରହିବେ ।
ପ୍ରତିକାର- “ଓଁ ସୋଂ ସୋମାୟ ନମଃ” ଏହି ମନ୍ତ୍ରକୁ ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨