• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th Oct 2022: ଦୀପାବଳିରେ ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଆକସ୍ମିକ ଧନ ଲାଭ ହୋଇପାରେ

ସୈାର ତୁଳା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୪ ତାରିଖ ସୋମବାର ଚନ୍ଦ୍ର – କନ୍ୟା ରାତ୍ରି ୦୨/୩୨ ଗତେ ତୁଳା ତିଥୀ - ୧୪ଶୀ ସନ୍ଧ୍ୟା ୦୫/୨୭ ଗତେ ଅମାବାସ୍ୟା ଘାତ ଚନ୍ଦ୍ର- ବୃଷ ରାତ୍ରି ୦୨/୩୨ ପର୍ଯ୍ୟନ୍ତ ଘାତ ବାର – ମିଥୁନ ରାଶିର ପୁଷ୍କର ଦୋଷ –ନାସ୍ତି

Sagittarius

ଧନୁ

Monday 24 Oct 2022

ମୂଳା – ମନକୁ ଆନନ୍ଦ ମିଳିବ । ବ୍ୟବସାୟରେ ପୁଞି ଲଗାଣର ଉପଯୁକ୍ତ ସମୟ ରହିବ । ଭାଇଭଉଣୀଙ୍କ ଠାରୁ ସହଯୋଗ ମିଳିବ ।

ପୂ , ଷାଢା – ରାଜନିତିରେ ବିଶ୍ୱାସୀ ଲୋକ ମାନେ ଧୋକା ଦେବେ । ବିଦ୍ୟାର୍ଥୀ ମାନେ ପଢାରେ ମନ ଲଗାଇବେ । ଚାକିରିରେ ପ୍ରାଧ୍ୟନତା ମିଳିବ

ଉ , ଷାଢା –ଅପ୍ରତ୍ୟାଶିତ ସମ୍ପତି ପ୍ରାପ୍ତିର ଯୋଗ ରହିଛି । ମହିଳା ମାନେ ପରିବାରରେ ପ୍ରଶଂସିତ ହେବେ ।

ପ୍ରତିକାର- “ଓଁ ବୁଂ ବୃହସ୍ପତୟେ ନମଃ” ଏହି ମନ୍ତ୍ରକୁ ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :