• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th October 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଲାଭ ଦାୟକ ହେବ...!

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୨୪ ତାରିଖ ମଙ୍ଗଳବାର । ଚନ୍ଦ୍ର-କୁମ୍ଭ ଅହୋରାତ୍ର । ତିଥି-୧୦ମୀ ଦିବା ୦୩.୧୪ ଗତେ ୧୧ଶୀ । ଘାତ ଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର । ଘାତ ବାର-ମକର ରାଶିର ।

Aquarius

କୁମ୍ଭ

Tuesday 24 Oct 2023

ଧନିଷ୍ଠା-ବ୍ୟବସାୟରେ ଉନ୍ନତି ହେବା ଫଳରେ ଆୟ ଉପାର୍ଜ୍ଜନର ବୃଦ୍ଧି ହେବ । କାର୍ଯ୍ୟ ପୁରଣରେ ସଂଘର୍ଷ ଦ୍ୱାରା ସଫଳତା ମିଳିବ । ପରିବାରରେ କଠିନ ପରିଶ୍ରମ କଲେ ସମସ୍ତ ଆଶା ପୂରଣ ହେବ । 

ଶତଭିଷା- ନୂତନ ଦ୍ରବ୍ୟ କ୍ରୟକରି ଆର୍ଥିକ କ୍ଷେତ୍ରରେ ଦୁର୍ବଳ ହୋଇଯିବେ । କର୍ମ କ୍ଷେତ୍ରରେ ମୁର୍ଖତା ପାଇଁ ଇଛା କରି କେତେକ କାର୍ଯ୍ୟ ଅଧାରେ ଅଟକି ଯାଇପାରେ । ନୂତନ ଦ୍ରବ୍ୟ କ୍ରୟକରି ଆର୍ଥିକ କ୍ଷେତ୍ରରେ ଦୁର୍ବଳ ହୋଇଯିବେ । 

ପୂ,  ଭାଦ୍ରପଦ- ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବା ସଙ୍ଗକୁ ବାଇଦା ପଡ଼ିପାରେ। ସଭାସମିତିରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ଥ ହୋଇ ପଡ଼ିବେ। ଆପଣଙ୍କ ସରଳତାର ସୁଯୋଗ ନେଇ ପଡୋଶୀ ମାନେ କାର୍ଯ୍ୟ ହାସଲ କରିବାର ଅପଚେଷ୍ଟା କରିବେ । 

ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮

ପ୍ରତିକାର – ରାହୁଙ୍କର ପୂଜାର୍ଚ୍ଚନା କରନ୍ତୁ