• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th October 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଲାଭ ଦାୟକ ହେବ...!

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୨୪ ତାରିଖ ମଙ୍ଗଳବାର । ଚନ୍ଦ୍ର-କୁମ୍ଭ ଅହୋରାତ୍ର । ତିଥି-୧୦ମୀ ଦିବା ୦୩.୧୪ ଗତେ ୧୧ଶୀ । ଘାତ ଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର । ଘାତ ବାର-ମକର ରାଶିର ।

Capricorn

ମକର

Tuesday 24 Oct 2023

ଉ, ଷାଢା- ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । କାରବାରରେ ସୁଧାର ଆସିବା ଫଳରେ ଅଧିକ ଲାଭ  ହେବ । ଉଚ୍ଚଆଶା ସଫଳ ହେବା ଫଳରେ ପାରିବାରିକ କ୍ଷେତ୍ରରେ ଖୁସି ମିଳିବ । 

ଶ୍ରବଣା-ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ଅଧା ଅଧୁରା କାର୍ଯ୍ୟ ପୂରଣ କରିବା ପାଇଁ ସାହାର୍ଯ୍ୟ ସହେଯାଗ ମିଳିବ । 

ଧନିଷ୍ଠା-ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହୋଇ ଆର୍ଥିକ ଦିଗରୁ ଉନ୍ନତି ହେବେ । ଭଲ ସମ୍ପର୍କ ଥିବା ବ୍ୟକ୍ତିମାନେ ଆପଣଙ୍କ ଉନ୍ନତିରେ ଈର୍ଷାପରାୟଣ ହୋଇ ବିବିନ୍ନ ପ୍ରକାରର ସମସ୍ୟା ସୃଷ୍ଟି କରି ପାରନ୍ତି । 

ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮

ପ୍ରତିକାର – ମା  ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ