• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ କର୍ମ କ୍ଷେତ୍ରରେ ପଦୋନ୍ନତି ପାଇବାର ସୂଚନା ମିଳିବ

ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ କରିବେ । ନୂତନ କର୍ମ ନିଯୁକ୍ତି ପାଇବାର ରାସ୍ତା ପରିଷ୍କାର ହୋଇଯିବ । ଅନ୍ୟମନସ୍କ ରହିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ କିଛି ନା କିଛି ବ୍ୟତିକ୍ରମ ଅବଶ୍ୟ ସୃଷ୍ଟି ହେବ ।

Taurus

ବୃଷ

Thursday 24 Oct 2024

କୃତିକା- ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ କରିବେ । ନୂତନ କର୍ମ ନିଯୁକ୍ତି ପାଇବାର ରାସ୍ତା ପରିଷ୍କାର ହୋଇଯିବ । ଅନ୍ୟମନସ୍କ ରହିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ କିଛି ନା କିଛି ବ୍ୟତିକ୍ରମ ଅବଶ୍ୟ ସୃଷ୍ଟି ହେବ ।

ରୋହିଣୀ- ରାଜନୀତି କ୍ଷେତ୍ରରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ । ଉଚ୍ଚ କର୍ମ କର୍ତ୍ତାଙ୍କ ସୁ ଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ଶିକ୍ଷାର୍ଥୀ ମାନଙ୍କ ପାଇଁ ଅଧ୍ୟୟନରେ ବାଧା ଉପୁଜିବ ନାହିଁ ।

ମୃଗଶିରା- ବିଦେଶୀ ବନ୍ଧୁଙ୍କ ଦ୍ୱାରା ଅଧିକ ଉପକୃତ ହେବେ । ଯାନବାହାନର ନବୀକରଣ ପାଇଁ ଚିନ୍ତା କରି ପାରନ୍ତି । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ ।

ପ୍ରତିକାର- ମାଛକୁ ମଇଦା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :