• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ କର୍ମ କ୍ଷେତ୍ରରେ ପଦୋନ୍ନତି ପାଇବାର ସୂଚନା ମିଳିବ

ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ କରିବେ । ନୂତନ କର୍ମ ନିଯୁକ୍ତି ପାଇବାର ରାସ୍ତା ପରିଷ୍କାର ହୋଇଯିବ । ଅନ୍ୟମନସ୍କ ରହିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ କିଛି ନା କିଛି ବ୍ୟତିକ୍ରମ ଅବଶ୍ୟ ସୃଷ୍ଟି ହେବ ।

Aquarius

କୁମ୍ଭ

Thursday 24 Oct 2024

ଧନିଷ୍ଠା- ମନରେ ସୁଖ, ସୌହାର୍ଦ୍ଦ୍ୟ ନଥିଲେ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। କୌଣସି ଜିନିଷ କ୍ରୟ କରିବା ସକାଶେ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡିପାରେ।

ଶତଭିଷା- ବିଭିନ୍ନ ସମସ୍ୟାକୁ ପ୍ରତିହତ କରି କର୍ମକ୍ଷେତ୍ରରେ ନିଜର ସ୍ଥିତିକୁ ସୁଦୃଢ କରିବାରେ ସମର୍ଥ ହେବେ। ପାରିବାରିକ ସ୍ତରରେ ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ

ପୂ,ଭାଦ୍ରପଦ- ପରହାତରେ ଥିବା ଧନ ସହଜରେ ପ୍ରାପ୍ତ ହେବ । ମହିଳା ମାନଙ୍କୁ କୈାଣସି ବ୍ୟକ୍ତିଙ୍କ ସହୟତା ମିଳିବ । ନୂତନ ଯାନ ବାହନ କ୍ରୟ କରିବାର ଯଥେଷ୍ଟ ସମ୍ଭାବନା ରହିଛି

ପ୍ରତିକାର – ନାଲି ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :