• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ କର୍ମ କ୍ଷେତ୍ରରେ ପଦୋନ୍ନତି ପାଇବାର ସୂଚନା ମିଳିବ

ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ କରିବେ । ନୂତନ କର୍ମ ନିଯୁକ୍ତି ପାଇବାର ରାସ୍ତା ପରିଷ୍କାର ହୋଇଯିବ । ଅନ୍ୟମନସ୍କ ରହିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ କିଛି ନା କିଛି ବ୍ୟତିକ୍ରମ ଅବଶ୍ୟ ସୃଷ୍ଟି ହେବ ।

Gemini

ମିଥୁନ

Thursday 24 Oct 2024

ମୃଗଶିରା- ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିବେ। ସହକର୍ମୀଙ୍କ ଆନୁଗତ୍ୟ ଫଳରେ କର୍ମକ୍ଷେତ୍ରରେ ସ୍ବାଧୀନ ଭାବରେ କାର୍ଯ୍ୟ କରିବାରେ ସୁଯୋଗ ମିଳିବ। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ।

ଆଦ୍ରା- ପରିବାରର ସହମତିରେ ନୂତନ କର୍ମାରମ୍ଭ କରିପାରନ୍ତି। କର୍ମକ୍ଷେତ୍ରରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ। ସାହିତ୍ୟ, ସାମ୍ବାଦିକତା ତଥା ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂରହେବ।

ପୁନର୍ବସୁ- ଜମିଜମା କାରବାର କିମ୍ବା ରେଜିଷ୍ଟ୍ରେସନ ସମ୍ପର୍କୀୟ ସମସ୍ୟାକୁ ନେଇ ବିବ୍ରତ ରହିପାରନ୍ତି । କ୍ରୀଡା, କଳା, କାରିଗରୀ, ପ୍ରଭୃତି କ୍ଷେତ୍ରର ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :