• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ କର୍ମ କ୍ଷେତ୍ରରେ ପଦୋନ୍ନତି ପାଇବାର ସୂଚନା ମିଳିବ

ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ କରିବେ । ନୂତନ କର୍ମ ନିଯୁକ୍ତି ପାଇବାର ରାସ୍ତା ପରିଷ୍କାର ହୋଇଯିବ । ଅନ୍ୟମନସ୍କ ରହିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ କିଛି ନା କିଛି ବ୍ୟତିକ୍ରମ ଅବଶ୍ୟ ସୃଷ୍ଟି ହେବ ।

Cancer

କର୍କଟ

Thursday 24 Oct 2024

ପୁନର୍ବସୁ- ସ୍ୱାସ୍ଥ୍ୟ ଭଲରହିବା ସହ ଆର୍ଥିକ ସ୍ଥିତି ସୁଦୃଢ ହେବ । ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ ହେବେ । କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ ।

ପୁଷ୍ୟା- ରାଜନେତା ମାନେ ଧାର୍ମିକ କାର୍ଯ୍ୟରେ ଯୋଗ ଦେଲେ ସମ୍ମାନୀତ ହେବେ । ବିଦ୍ୟରେ ଯଥେଷ୍ଟ ଉନ୍ନତ ଫଳ ପ୍ରାପ୍ତି ହେବ । ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାର କଥା କହୁଥିବା ଶୁଣିବାକୁ ପାଇବେ।

ଅଶ୍ଲେଷା- ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ । କ୍ରୋଧକୁ ଦମନ କରି ହସ ଖୁସିର ବାତାବରଣ ସୃଷ୍ଟି କରନ୍ତୁ । ଅର୍ଥସଙ୍କଟ ଲାଗି ରହିବାରୁ ସାମାନ୍ୟ ବିଚଳିତ ଅନୁଭବ କରିପାରନ୍ତି।

ପ୍ରତିକାର- ଶିବଙ୍କ ସହସ୍ର ନାମ ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :