• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ କର୍ମ କ୍ଷେତ୍ରରେ ପଦୋନ୍ନତି ପାଇବାର ସୂଚନା ମିଳିବ

ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ କରିବେ । ନୂତନ କର୍ମ ନିଯୁକ୍ତି ପାଇବାର ରାସ୍ତା ପରିଷ୍କାର ହୋଇଯିବ । ଅନ୍ୟମନସ୍କ ରହିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ କିଛି ନା କିଛି ବ୍ୟତିକ୍ରମ ଅବଶ୍ୟ ସୃଷ୍ଟି ହେବ ।

Leo

ସିଂହ

Thursday 24 Oct 2024

ମଘା- ପାରିବାରିକ ସମସ୍ୟା ଲାଗି ରହିଥିଲେ ମଧ୍ୟ କାମରେ ଅବହେଳା କରିପାରିବେ ନାହିଁ । ଗଠନମୂଳକ ପ୍ରସ୍ତାବ ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହୋଇପାରନ୍ତି।

ପୂ,ଫାଲଗୁନି- ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ । ବହୁରାଷ୍ଟ୍ରୀୟ କମ୍ପାନୀରେ ଚାକିରି ପାଇଁ ଆବେଦନ କରି ସେଥିରେ ନିଶ୍ଚିନ୍ତ ଭାବରେ ସଫଳତା ପାଇବେ । ଅଫିସ୍ କାମରେ ବ୍ୟସ୍ତ ରହିବେ

ଉ,ଫାଲଗୁନି- କଳା,ସାହିତ୍ୟ, ସଙ୍ଗୀତ, ରାଜନୀତି, ସାମ୍ବାଦିକତା, ଆଇନ ଓ ଅଦାଲତ କ୍ଷେତ୍ରରୁ ଶୁଭଫଳ ପାଇବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତି ପାଇ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ ।

ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :