• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ କର୍ମ କ୍ଷେତ୍ରରେ ପଦୋନ୍ନତି ପାଇବାର ସୂଚନା ମିଳିବ

ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ କରିବେ । ନୂତନ କର୍ମ ନିଯୁକ୍ତି ପାଇବାର ରାସ୍ତା ପରିଷ୍କାର ହୋଇଯିବ । ଅନ୍ୟମନସ୍କ ରହିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ କିଛି ନା କିଛି ବ୍ୟତିକ୍ରମ ଅବଶ୍ୟ ସୃଷ୍ଟି ହେବ ।

Libra

ତୁଳା

Thursday 24 Oct 2024

ଚିତ୍ରା- ଭୁଲ୍ ବୁଝାମଣା ହେତୁ ଦୀର୍ଘଦିନର ସୁସମ୍ପର୍କରେ ଭଟ୍ଟା ପଡ଼ିପାରେ। ସ୍ବାସ୍ଥ୍ୟ ସମସ୍ୟା ନିମ୍ନାଭିମୁଖୀ ହେବା କାରଣରୁ ଦୁଶ୍ଚିନ୍ତା ବୃଦ୍ଧି ପାଇବ। ପଡ଼ୋଶୀଙ୍କ ସହ ହଠାତ୍ ବଦଳିବା ଆଶା ନିରର୍ଥକ ହୋଇପାରେ।

ସ୍ୱାତୀ- ଆନୁଷ୍ଟାନିକ କାମ ସକାଶେ ବିଶେଷ ଭାବେ ଧାଁଦଉଡ କରିବାକୁ ପଡିପାରେ। ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବାରୁ ବ୍ୟସ୍ତତା ବୃଦ୍ଧି ପାଇବ। ସମସ୍ତ ପ୍ରକାର ସୁବିଧା ଥାଇ ମଧ୍ୟ କାମଟିକୁ ପୂରା କରିପାରିବେ ନାହିଁ ।

ବିଶାଖା- ରାଜନୀତିରେ ଲୋକଙ୍କ ସମ୍ପର୍କରେ ରହିବେ । ପଛ କଥା ନଭାବି ବର୍ତମାନ ପରିସ୍ଥିତିକୁ ସାମ୍ନା କରିବେ । ସୁନ୍ଦର କଳ୍ପନାରେ ବିଭୋର ରହିବେ । ମହିଳା ମାନେ ଉତ୍ସାହିତ ରହିବେ

ପ୍ରତିକାର – ଧଳା ବା ନୀଳ ରଙ୍ଗର ପୋଷାକ ପରିଧାନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :