• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ କର୍ମ କ୍ଷେତ୍ରରେ ପଦୋନ୍ନତି ପାଇବାର ସୂଚନା ମିଳିବ

ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ କରିବେ । ନୂତନ କର୍ମ ନିଯୁକ୍ତି ପାଇବାର ରାସ୍ତା ପରିଷ୍କାର ହୋଇଯିବ । ଅନ୍ୟମନସ୍କ ରହିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ କିଛି ନା କିଛି ବ୍ୟତିକ୍ରମ ଅବଶ୍ୟ ସୃଷ୍ଟି ହେବ ।

Sagittarius

ଧନୁ

Thursday 24 Oct 2024

ମୂଳା-ପାରିବାରିକ ଜୀବନରେ ଆୟ ବୃଦ୍ଧି ହେବା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ । ଯାହାକୁ ନିଜର ବୋଲି ମନେ କରିବେ ସେ ହିଁ ଧୋକାଦେବାର ବହୁ ସମ୍ଭାବନା ରହିଛି। ଅଭିଯୋଗକୁ ଗୁରୁତର ସହ ବିଚାର ନ କରିବା ବଡ଼ ଭୁଲ୍ ହୋଇପାରେ

ପୂ,ଷାଢା- ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ। ଅତୀତରେ ବହୁତ ଟଙ୍କା ଖର୍ଚ୍ଚ କରିଥିବା କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ । ଆନୁଷ୍ଠାନିକ କ୍ଷେତ୍ରରେ ବାଦବିବାଦ କ୍ରମେ ଜଟିଳ ହେବା ସୂଚନା ରହିଛି।

ଉ,ଷାଢା- ସାଧାରଣ କଥାକୁ କେନ୍ଦ୍ରକରି ଯୁକ୍ତିତର୍କଜନିତ ଅଯଥା ଅଶାନ୍ତି ଓ କଳହକୁ କରିବାକୁ ପଡ଼ିପାରେ। ଅନ୍ୟ ପାଖରେ ବହୁତ ଦିନରୁ ରହିଯାଇଥିବା ବାକି ଟଙ୍କା ଆଜି ପାଇବେ।

ପ୍ରତିକାର – ଶନି ଦେବଙ୍କ ପୂଜା ପୂଜା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :