ସୈାର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୪ ତାରିଖ ରବିିବାର, ଚନ୍ଦ୍ର - ଧନୁ ସନ୍ଧ୍ୟା ୦୭.୧୭ ଗତେ ମକର, ତିଥି- ୯ମୀ ଦିବା ୧୦.୨୩ ଗତେ ୧୦ମୀ, ଘାତ ଚନ୍ଦ୍ର - ତୁଳା ଓ କୁମ୍ଭ ରାଶିର, ସନ୍ଧ୍ୟା ୦୭.୧୭ ଗତେ ସିଂହ, ଘାତ ବାର –ମେଷ, ପୁଷ୍କର ଦୋଷ – ୧ ପାଦ କୃଷିହାନି- ଭୂମି ଦାନ ଦିବା ୦୧.୪୦ ଗତେ ୨ ପାଦ କୃଷି ଓ ବଂଶ ହାନି- ଭୂମି ଓ ତିଳକାଞ୍ଚନ ଦାନ
ଅଶ୍ୱନୀ - ପାରିବାରିକ ଜୀବନରେ ସନ୍ତୁଳନ ରକ୍ଷା କରିବେ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହାୟତ ଯୋଗୁଁ କାମ ଗୁଡିକ ସହଜ ହେଇଯିବ । ମୁଖ୍ୟ ଆୟକୁ ଛାଡି ଅନ୍ୟ ମାଧ୍ୟମରୁ ଅର୍ଥ ଉପାର୍ଜନ କରିବାର କୈାଶଳ ଆପଣେଇବେ ।
ଦ୍ୱିଜା - ରାଜନୀତି ଆଶା ଓ ଆକାଂକ୍ଷା ଭିତରେ କଟାଇବେ । ନିଜ କଥାରେ ସଞମତା ରଖି ନପାରିଲେ ଉପହାସିତ ହେବେ । ଛାତ୍ରଛାତ୍ରୀ ମାନେ ପଢାରେ ଅଧିକ ସମୟ କଟାଇବେ ।
କୃତିକା - ମାଲିମକନ୍ଦମାରେ ପରାଜୟ ଶିକାର କରିବାକୁ ପଡିବ । ମହିଳା ମାନେ ଚିନ୍ତାରେ ସମୟ ଅତିବାହିତ କରିବେ । ଭାଗ୍ୟଦୋୟ ହେବାର ସୁଯୋଗ ଆସିପାରେ ।
ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ ।
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯