• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th September 2023: କୌଣସି ଶୁଭ ଖବର ମିଳିପାରେ, ବଡ କମ୍ପାନୀ ସହ ବ୍ୟବସାୟରେ ଜଡିତ ହୋଇପାରନ୍ତି..

ସୈାର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୪ ତାରିଖ ରବିିବାର, ଚନ୍ଦ୍ର - ଧନୁ ସନ୍ଧ୍ୟା ୦୭.୧୭ ଗତେ ମକର, ତିଥି- ୯ମୀ ଦିବା ୧୦.୨୩ ଗତେ ୧୦ମୀ, ଘାତ ଚନ୍ଦ୍ର - ତୁଳା ଓ କୁମ୍ଭ ରାଶିର, ସନ୍ଧ୍ୟା ୦୭.୧୭ ଗତେ ସିଂହ, ଘାତ ବାର –ମେଷ, ପୁଷ୍କର ଦୋଷ – ୧ ପାଦ କୃଷିହାନି- ଭୂମି ଦାନ ଦିବା ୦୧.୪୦ ଗତେ ୨ ପାଦ କୃଷି ଓ ବଂଶ ହାନି- ଭୂମି ଓ ତିଳକାଞ୍ଚନ ଦାନ

Taurus

ବୃଷ

Sunday 24 Sep 2023

କୃତିକା - ଆପଣଙ୍କ ପଥରେ ଲାଗି ରହିଥିବା ବାଧା ଦୂର ହେବ । ଅଫିସ୍‌ରେ ବଡ଼ ଅଧିକାରୀ ମାନଙ୍କର ସହଯୋଗ ପାଇବେ । ଆମଦାନି ବୃଦ୍ଧି ହେବାର ସମ୍ଭାବନା ରହିଛି । କୌଣସି କାର୍ଯ୍ୟରେ ସାହାସିକ ପଦକ୍ଷପ ନେବେ ।

ରୋହିଣୀ - ବ୍ୟବସାୟରେ ଉନ୍ନତି ଓ ଅଗ୍ରଗତିରେ ସୁଯୋଗ ପାଇବେ । ସନ୍ଧ୍ୟା ସୁଧା ଭଲ ଖବର ପାଇବେ । ସାମାଜିକ କାର୍ଯ୍ୟରେ ଅଧିକ ସମୟ ବିତେଇ ପ୍ରଶଂସା ପାଇବେ । ସହପାଠୀ ଓ ଶିକ୍ଷକଙ୍କର ପୂର୍ଣ୍ଣରୂପେ ସହଯୋଗ ପାଇବେ ।

ମୃଗଶିରା - ଘରୋଇ ସଂସାର କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ଉନ୍ନତିର ସୁଯୋଗ ପାଇବେ । ଚଳଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଂଶସା ପାଇବେ । ସ୍ଥଗିତ ଥିବା ଧନ ମିଳିବାରୁ ଖୁସି ହେବେ ।

ପ୍ରତିକାର – ମା କମଳାଙ୍କର ମୂଳମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :