• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th September 2023: କୌଣସି ଶୁଭ ଖବର ମିଳିପାରେ, ବଡ କମ୍ପାନୀ ସହ ବ୍ୟବସାୟରେ ଜଡିତ ହୋଇପାରନ୍ତି..

ସୈାର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୪ ତାରିଖ ରବିିବାର, ଚନ୍ଦ୍ର - ଧନୁ ସନ୍ଧ୍ୟା ୦୭.୧୭ ଗତେ ମକର, ତିଥି- ୯ମୀ ଦିବା ୧୦.୨୩ ଗତେ ୧୦ମୀ, ଘାତ ଚନ୍ଦ୍ର - ତୁଳା ଓ କୁମ୍ଭ ରାଶିର, ସନ୍ଧ୍ୟା ୦୭.୧୭ ଗତେ ସିଂହ, ଘାତ ବାର –ମେଷ, ପୁଷ୍କର ଦୋଷ – ୧ ପାଦ କୃଷିହାନି- ଭୂମି ଦାନ ଦିବା ୦୧.୪୦ ଗତେ ୨ ପାଦ କୃଷି ଓ ବଂଶ ହାନି- ଭୂମି ଓ ତିଳକାଞ୍ଚନ ଦାନ

Pisces

ମୀନ

Sunday 24 Sep 2023

ପୂ, ଭାଦ୍ରପଦ - ଆପଣ ଅଜ୍ଞାତ ବିପଦର ସମ୍ମୁଖିନ ହୋଇପାରନ୍ତି । କର୍ମ ତତ୍ପରତା ହେତୁ ଆଗେଇ ଚାଲିବେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ । ଦୀର୍ଘଦିନରୁ ଭାଙ୍ଗିପଡିଥିବା କୌଣସି ସଂପର୍କ ପୁନଃ ପ୍ରତିଷ୍ଠିତ ହେବ ।

ଉ, ଭାଦ୍ରପଦ - ରାଜନୀତିରେ ଚାପରେ ଗତିକରିବେ । ଚାକିରୀ କ୍ଷେତ୍ରରେ ବିରୋଧି ଦଳଙ୍କ ସଂଖ୍ୟା ବଢିପାରେ । ପିଲାମାନେ ଦ୍ୱନ୍ଦ ଭିତରକୁ ପ୍ରବେଶ କରିବେ । ଅଜଣା ବ୍ୟକ୍ତିଙ୍କ ସହଯୋଗରୁ, ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ ।

ରେବତୀ - ସହକର୍ମୀ ମାନଙ୍କ ସହିତ ମନୋ ମାଳିନି ଘଟିପାରେ । ଅର୍ଜିତ ଧନ ଓ ମାନ ହାନି ଘଟିପାରେ । ଦୈବୀ ଆଶ୍ରୀବାଦରୁ ସମସ୍ୟା ଗୁଡିକ ସେତେ ଗୁରୁତ୍ୱର ହେବ ନାହିଁ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି ।

ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :