• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th September 2023: କୌଣସି ଶୁଭ ଖବର ମିଳିପାରେ, ବଡ କମ୍ପାନୀ ସହ ବ୍ୟବସାୟରେ ଜଡିତ ହୋଇପାରନ୍ତି..

ସୈାର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୪ ତାରିଖ ରବିିବାର, ଚନ୍ଦ୍ର - ଧନୁ ସନ୍ଧ୍ୟା ୦୭.୧୭ ଗତେ ମକର, ତିଥି- ୯ମୀ ଦିବା ୧୦.୨୩ ଗତେ ୧୦ମୀ, ଘାତ ଚନ୍ଦ୍ର - ତୁଳା ଓ କୁମ୍ଭ ରାଶିର, ସନ୍ଧ୍ୟା ୦୭.୧୭ ଗତେ ସିଂହ, ଘାତ ବାର –ମେଷ, ପୁଷ୍କର ଦୋଷ – ୧ ପାଦ କୃଷିହାନି- ଭୂମି ଦାନ ଦିବା ୦୧.୪୦ ଗତେ ୨ ପାଦ କୃଷି ଓ ବଂଶ ହାନି- ଭୂମି ଓ ତିଳକାଞ୍ଚନ ଦାନ

Cancer

କର୍କଟ

Sunday 24 Sep 2023

ପୁନର୍ବସୁ - କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । କୈାଣସି ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେଇ ଆନନ୍ଦ ପାଇବେ । ଦୀର୍ଘ ଦିନର ସମସ୍ୟା ଦୂର ହୋଇଯିବ । ଆପଣ ନିଜ କଥାରେ ଲୋକଙ୍କ ମନ ଜିତି ପାରିବେ । ଚାକିରି ପରିବର୍ତନ ପାଇଁ ଦିନଟି ଭଲ ।

ପୁଷ୍ୟା - ଜରୁରୀ କାମରେ ଦୂର ସ୍ଥାନକୁ ଯାଇପାରନ୍ତି । ପରିସ୍ଥିତିରେ ପଡି ଅନ୍ୟମାନଙ୍କୁ ଭୁଲ ବୁଝିବେ । ପ୍ରସାଶନିକ ସ୍ତରରେ ଅଭିଯୋଗ ଆସିପାରେ । ଅଚାନକ କୈାଣସି ପୁରୁଣା ବନ୍ଧୁ ଦେଖାହେବେ ।

ଅଶ୍ଳେଷା - ଆପଣଙ୍କୁ ନିଜ ପ୍ରତିଭାରୁ ଯଥେଷ୍ଟ ଲାଭ ମିଳିବ । ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ଜମି ସମସ୍ୟା ସମାଧାନ ହେବ । ଆପଣ ନିଜ କାମରେ ସଫଳତା ଓ ଲାଭ ପାଇବେ ।

ପ୍ରତିକାର – ଭୂବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :