• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th September 2023: କୌଣସି ଶୁଭ ଖବର ମିଳିପାରେ, ବଡ କମ୍ପାନୀ ସହ ବ୍ୟବସାୟରେ ଜଡିତ ହୋଇପାରନ୍ତି..

ସୈାର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୪ ତାରିଖ ରବିିବାର, ଚନ୍ଦ୍ର - ଧନୁ ସନ୍ଧ୍ୟା ୦୭.୧୭ ଗତେ ମକର, ତିଥି- ୯ମୀ ଦିବା ୧୦.୨୩ ଗତେ ୧୦ମୀ, ଘାତ ଚନ୍ଦ୍ର - ତୁଳା ଓ କୁମ୍ଭ ରାଶିର, ସନ୍ଧ୍ୟା ୦୭.୧୭ ଗତେ ସିଂହ, ଘାତ ବାର –ମେଷ, ପୁଷ୍କର ଦୋଷ – ୧ ପାଦ କୃଷିହାନି- ଭୂମି ଦାନ ଦିବା ୦୧.୪୦ ଗତେ ୨ ପାଦ କୃଷି ଓ ବଂଶ ହାନି- ଭୂମି ଓ ତିଳକାଞ୍ଚନ ଦାନ

Virgo

କନ୍ୟା

Sunday 24 Sep 2023

ଉ- ଫାଲ୍‌ଗୁନୀ - ସାଂସାରିକ ସ୍ୱାଧିନତା ରହିବ । ବାହାରକୁ ବୁଲି ଯିବାର ଯୋଜନା କରିପାରନ୍ତି । ବାଣିଜ୍ୟରେ ମନ୍ଥରତା ରହିବ । ପଦ ମର୍ଯ୍ୟାଦା ବୃଦ୍ଧି ପାଇବ । ଅସୁବିଧାରେ ପଡି ବିରକ୍ତି ଭାବ ପ୍ରକାଶ କରିବେ । ଅଫିସରେ ଲାଗିରହିଥିବା ଅଶାନ୍ତିର ସମାପ୍ତି ହେବ ।

ହସ୍ତା - ଅତ୍ୟଧିକ ଭାବ ପ୍ରବଣ ହୋଇ ଅପଦସ୍ତ ହେବେ । ବିଶ୍ୱାସ ସହ ଆଗକୁ ମାଡି ଚାଲିବେ । ବାକି ପଡିଥିବା ଅର୍ଥକୁ କୌଶଳରେ ଆଦାୟ କରିବାକୁ ସମର୍ଥ ହେବେ। ଇଶ୍ୱରଙ୍କ ସାଧନାରେ ଲିପ୍ତ ରହିବେ ।

ଚିତ୍ରା - ଛାତ୍ରଛାତ୍ରୀ ମାନେ ସ୍ୱାଭିମାନୀ ହେବେ । ଅବହେଳା କରିଥିବା କାର୍ଯ୍ୟ ପାଇଁ ଅନୁତାପ କରିବେ । ସତ୍ କର୍ମରେ ବ୍ରତୀ ହୋଇପାରନ୍ତି । ଖେଳକୁଦରେ ଖୁସି ରହିବେ ।

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :