• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th September 2023: କୌଣସି ଶୁଭ ଖବର ମିଳିପାରେ, ବଡ କମ୍ପାନୀ ସହ ବ୍ୟବସାୟରେ ଜଡିତ ହୋଇପାରନ୍ତି..

ସୈାର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୪ ତାରିଖ ରବିିବାର, ଚନ୍ଦ୍ର - ଧନୁ ସନ୍ଧ୍ୟା ୦୭.୧୭ ଗତେ ମକର, ତିଥି- ୯ମୀ ଦିବା ୧୦.୨୩ ଗତେ ୧୦ମୀ, ଘାତ ଚନ୍ଦ୍ର - ତୁଳା ଓ କୁମ୍ଭ ରାଶିର, ସନ୍ଧ୍ୟା ୦୭.୧୭ ଗତେ ସିଂହ, ଘାତ ବାର –ମେଷ, ପୁଷ୍କର ଦୋଷ – ୧ ପାଦ କୃଷିହାନି- ଭୂମି ଦାନ ଦିବା ୦୧.୪୦ ଗତେ ୨ ପାଦ କୃଷି ଓ ବଂଶ ହାନି- ଭୂମି ଓ ତିଳକାଞ୍ଚନ ଦାନ

Libra

ତୁଳା

Sunday 24 Sep 2023

ଚିତ୍ରା - କୌଣସି ଖବର ପାଇ ମୁଣ୍ଡବ୍ୟଥା ହୋଇପାରେ । ବ୍ୟବସାୟରେ ଉତରୋତର ଉନ୍ନତି ରହିବ । ପ୍ରେମ ସଂପର୍କ ମଜବୁତ୍ ରହିବ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ

ସ୍ୱାତୀ - ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର‌୍ୟ୍ୟ ହେବେ । କର୍ମକ୍ଷେତ୍ରରେ ଅହେତୁକ ବିଳମ୍ବ ଘଟିବ, ଶତୃମାନଙ୍କ ଉପଦ୍ରବ ବୃଦ୍ଧି ପାଇବ । କ୍ରୀଡ଼ାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ ।

ବିଶାଖା - ଜମିବାଡି ସଂପର୍କୀୟ ବିବାଦରୁ ମୁକ୍ତି ପାଇବେ । ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହଯୋଗ ବାଞ୍ଜିତ ଅଭିଳାଷ ପୂରଣ ହେବ । ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ ।

ପ୍ରତିକାର – ଗୋମାତାଙ୍କୁ କିଛି ଖାଇବାକୁ ଦିଅନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :